ଯିହୋଶୂୟ 24:10 - ଓଡିଆ ବାଇବେଲ10 ମାତ୍ର ଆମ୍ଭେ ବିଲୀୟମ୍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)10 ମାତ୍ର ଆମ୍ଭେ ବିଲୀୟମର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ଆମ୍ଭେ ବିଲୀୟମ୍ର କଥା ଶୁଣିବାକୁ ଅସମ୍ମତ ହେଲୁ; ତହିଁରେ ସେ ତୁମ୍ଭମାନଙ୍କୁ କେବଳ ଆଶୀର୍ବାଦ କଲା; ଏରୂପେ ଆମ୍ଭେ ତାହା ହସ୍ତରୁ ତୁମ୍ଭମାନଙ୍କୁ ଉଦ୍ଧାର କଲୁ। Gade chapit laପବିତ୍ର ବାଇବଲ10 କିନ୍ତୁ ମୁଁ ସଦାପ୍ରଭୁ ବିଲିୟମର କଥାକୁ ଧ୍ୟାନ ଦେଲି ନାହିଁ। ସେ ତୁମ୍ଭକୁ ବହୁବାର ଆଶୀର୍ବାଦ କଲା। ଏବଂ ମୁଁ ତୁମ୍ଭକୁ ତା'ର ଶକ୍ତି କବଳରୁ ରକ୍ଷା କଲି। Gade chapit la |