ଯିହୋଶୂୟ 24:22 - ଓଡିଆ ବାଇବେଲ22 ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ।” ତହିଁରେ ସେମାନେ କହିଲେ, “ଆମ୍ଭେମାନେ ସାକ୍ଷୀ।” Gade chapit laପବିତ୍ର ବାଇବଲ (Re-edited) - (BSI)22 ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ। ତହିଁରେ ସେମାନେ କହିଲେ, ଆମ୍ଭେମାନେ ସାକ୍ଷୀ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତେବେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯେ ସଦାପ୍ରଭୁଙ୍କ ସେବା କରିବା ନିମନ୍ତେ ତାହାଙ୍କୁ ଆପଣା ଆପଣା ପାଇଁ ମନୋନୀତ କରିଅଛ, ଏ ବିଷୟରେ ତୁମ୍ଭେମାନେ ନିଜେ ନିଜେ ଆପଣାମାନଙ୍କ ପ୍ରତିକୂଳରେ ସାକ୍ଷୀ।” ତହିଁରେ ସେମାନେ କହିଲେ, “ଆମ୍ଭେମାନେ ସାକ୍ଷୀ।” Gade chapit laପବିତ୍ର ବାଇବଲ22 ଏହା ପରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେ ନିଜ ପାଇଁ ନିଜେ ସାକ୍ଷୀ କି? ତୁମ୍ଭେ ସଦାପ୍ରଭୁଙ୍କ ସେବା ଉପାସନା କରୁଛ ବୋଲି?” ଲୋକମାନେ ଉତ୍ତର ଦେଇ କହିଲେ, “ହଁ, ଏହା ସତ୍ୟ। ଆମ୍ଭେ ସମସ୍ତେ ଏହାର ସାକ୍ଷୀ ରହିଲୁ। ଆମ୍ଭେମାନେ ସଦାପ୍ରଭୁଙ୍କର ଉପାସନା କରିବୁ।” Gade chapit la |