Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 24:6 - ଓଡିଆ ବାଇବେଲ

6 ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସ୍ରୀୟମାନେ ରଥ ଓ ଅଶ୍ୱାରୂଢ଼ ସୈନ୍ୟ ନେଇ ସୂଫ ସାଗର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସ୍ରୀୟମାନେ ରଥ ଓ ଅଶ୍ଵାରୂଢ଼ ସୈନ୍ୟ ନେଇ ସୂଫ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି ଆମ୍ଭେ ମିସରରୁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କୁ ବାହାର କରି ଆଣିଲୁ; ତହୁଁ ତୁମ୍ଭେମାନେ ସମୁଦ୍ର ନିକଟରେ ଉପସ୍ଥିତ ହେଲ; ସେତେବେଳେ ମିସରୀୟମାନେ ରଥ ଓ ଅଶ୍ୱାରୂଢ଼ ସୈନ୍ୟ ନେଇ ସୂଫ ସାଗର ପର୍ଯ୍ୟନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇଲେ।

Gade chapit la Kopi

ପବିତ୍ର ବାଇବଲ

6 ଏହିପରି ଭାବରେ ମୁଁ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ମିଶରରୁ ନେଇ ଆସିଲି। ମିଶରୀୟମାନେ ରଥ ଓ ରଥାରୋହୀ ସହିତ ସୂଫସାଗର ପର୍ଯ୍ୟନ୍ତ ତୁମ୍ଭ ପୂର୍ବପୁରୁଷମାନଙ୍କ ପଛେ ପଛେ ଗୋଡ଼ାଇ ଆସିଥିଲେ। ମିଶରୀୟ ରଥାରୋହୀ ଓ ଅଶ୍ୱାରୋହୀ ମଧ୍ୟ ଥିଲେ।

Gade chapit la Kopi




ଯିହୋଶୂୟ 24:6
11 Referans Kwoze  

ବିଶ୍ୱାସ ଦ୍ୱାରା ସେମାନେ ଶୁଷ୍କ ଭୂମି ପାର ହେଲା ପରି ସୂଫ ସାଗରର ଭିତର ଦେଇ ପାର ହେଲେ, କିନ୍ତୁ ମିସରୀୟମାନେ ପାର ହେବାକୁ ଚେଷ୍ଟା କରିବାକୁ ଯାଇ ବୁଡ଼ି ମଲେ ।


ଏହି ବ୍ୟକ୍ତି ମିସର ଦେଶ, ସୂଫ ସାଗର ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ନାନା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରି ସେମାନଙ୍କୁ ବାହାର କରି ଆଣିଲେ ।


ଆମ୍ଭେ ତ ମିସର ଦେଶରୁ ତୁମ୍ଭକୁ ବାହାର କରି ଆଣିଲୁ ଓ ଦାସଗୃହରୁ ତୁମ୍ଭକୁ ମୁକ୍ତ କଲୁ; ଆଉ, ତୁମ୍ଭର ଅଗ୍ରସର ହେବା ପାଇଁ ମୋଶା, ହାରୋଣ ଓ ମରୀୟମକୁ ପଠାଇଲୁ।


ସେ ସମୁଦ୍ରକୁ ବିଭକ୍ତ କରି ସେମାନଙ୍କୁ ପାର କରାଇଲେ; ପୁଣି, ସେ ଜଳସମୂହକୁ ରାଶୀ ରୂପେ ଠିଆ କରାଇଲେ।


ପୁଣି, ତୁମ୍ଭେ ସେମାନଙ୍କ ସାକ୍ଷାତରେ ସମୁଦ୍ରକୁ ବିଭାଗ କଲ, ତହୁଁ ସେମାନେ ଶୁଷ୍କ ଭୂମି ଦେଇ ଯିବା ପରି ସମୁଦ୍ର ମଧ୍ୟରେ ଗମନ କଲେ; ମାତ୍ର ଗଭୀର ଜଳରେ ପ୍ରସ୍ତର ତୁଲ୍ୟ ତୁମ୍ଭେ ସେମାନଙ୍କ ପଛେ ଗୋଡ଼ାଇବା ଲୋକମାନଙ୍କୁ ଅଗାଧ ସମୁଦ୍ରରେ ନିକ୍ଷେପ କଲ।


ଏହି ପ୍ରକାରେ ସଦାପ୍ରଭୁ ସେହି ଦିନ ସୈନ୍ୟଶ୍ରେଣୀବଦ୍ଧ ଇସ୍ରାଏଲ ସନ୍ତାନଗଣକୁ ମିସର ଦେଶରୁ ବାହାର କରି ଆଣିଲେ।


ଏଥିଉତ୍ତାରେ ଇସ୍ରାଏଲ ସନ୍ତାନମାନେ ବାଳକ ବ୍ୟତୀତ ପ୍ରାୟ ଛଅ ଲକ୍ଷ ପୁରୁଷ ପାଦଗତିରେ ରାମିଷେଷ୍‍ଠାରୁ ସୁକ୍‍କୋତକୁ ଯାତ୍ରା କଲେ।


Swiv nou:

Piblisite


Piblisite