Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 24:8 - ଓଡିଆ ବାଇବେଲ

8 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯର୍ଦ୍ଦନ ସେପାରିରେ ବାସକାରୀ ଇମୋରୀୟମାନଙ୍କ ଦେଶକୁ ଆଣିଲୁ; ପୁଣି ସେମାନେ ତୁମ୍ଭମାନଙ୍କ ସଙ୍ଗେ ଯୁଦ୍ଧ କଲେ; ତହିଁରେ ଆମ୍ଭେ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲୁ ଓ ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କଲ; ଏହିରୂପେ ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବିନାଶ କଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯର୍ଦ୍ଦନ ସେପାରିରେ ବାସକାରୀ ଇମୋରୀୟମାନଙ୍କ ଦେଶକୁ ଆଣିଲୁ; ପୁଣି ସେମାନେ ତୁମ୍ଭମାନଙ୍କ ସଙ୍ଗେ ଯୁଦ୍ଧ କଲେ; ତହିଁରେ ଆମ୍ଭେ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲୁ ଓ ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କଲ; ଏହିରୂପେ ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବିନାଶ କଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଯର୍ଦ୍ଦନ ସେପାରିରେ ବାସକାରୀ ଇମୋରୀୟମାନଙ୍କ ଦେଶକୁ ଆଣିଲୁ; ପୁଣି ସେମାନେ ତୁମ୍ଭମାନଙ୍କ ସଙ୍ଗେ ଯୁଦ୍ଧ କଲେ; ତହିଁରେ ଆମ୍ଭେ ସେମାନଙ୍କୁ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କଲୁ ଓ ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କଲ; ଏହିରୂପେ ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ସେମାନଙ୍କୁ ବିନାଶ କଲୁ।

Gade chapit la Kopi

ପବିତ୍ର ବାଇବଲ

8 ଏହା ପରେ ମୁଁ ତୁମ୍ଭମାନଙ୍କୁ ଯର୍ଦ୍ଦନ ନଦୀର ପୂର୍ବପାର୍ଶ୍ୱରେ ବାସ କରୁଥିବା ଇମୋରୀୟମାନଙ୍କର ଦେଶକୁ ଆଣିଲି। ଏହା ପରେ ସେମାନେ ତୁମ୍ଭମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ତେଣୁ ମୁଁ ସେମାନଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲି। ଏହିପରି ତୁମ୍ଭେ ସେମାନଙ୍କର ଦେଶକୁ ଅଧିକାର କଲ। ଏବଂ ସେମାନଙ୍କୁ ବିନାଶ କଲ।

Gade chapit la Kopi




ଯିହୋଶୂୟ 24:8
10 Referans Kwoze  

ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ ଦେଶ, ଅର୍ଥାତ୍‍, ହିଷ୍‍ବୋନ ରାଜାର ଦେଶ ଓ ବାଶନର ଓଗ୍‍ ରାଜାର ଦେଶ ଅଧିକାର କଲେ।


ଆଉ ଅମ୍ମୋନ-ସନ୍ତାନଗଣର ସୀମା ପର୍ଯ୍ୟନ୍ତ ହିଷ୍‍ବୋନରେ କର୍ତ୍ତୃତ୍ୱକାରୀ ଇମୋରୀୟମାନଙ୍କ ସୀହୋନ ରାଜାର ସମସ୍ତ ନଗର;


ସେତେବେଳେ ସୀହୋନ, ସେ ଓ ତାହାର ସମସ୍ତ ପ୍ରଜା ଆମ୍ଭମାନଙ୍କ ବିରୁଦ୍ଧରେ ବାହାରି ଯହସରେ ଯୁଦ୍ଧ କରିବାକୁ ଆସିଲେ।


କାରଣ ଆମ୍ଭର ଦୂତ ତୁମ୍ଭ ଆଗେ ଆଗେ ଯାଇ ତୁମ୍ଭକୁ ଇମୋରୀୟ, ହିତ୍ତୀୟ, ପରିଷୀୟ, କିଣାନୀୟ, ହିବ୍ବୀୟ ଓ ଯିବୂଷୀୟମାନଙ୍କ ଦେଶକୁ ଆଣିବେ, ପୁଣି, ଆମ୍ଭେ ସେମାନଙ୍କୁ ଉଚ୍ଛିନ୍ନ କରିବା।


ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।


ଆହୁରି, ଇମୋରୀୟମାନଙ୍କ ଦେଶ ଅଧିକାର କରିବା ନିମନ୍ତେ ଆମ୍ଭେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲୁ ଓ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ପଥ କଢ଼ାଇ ତୁମ୍ଭମାନଙ୍କୁ ଗମନ କରାଇଲୁ।


Swiv nou:

Piblisite


Piblisite