Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 4:2 - ଓଡିଆ ବାଇବେଲ

2 ତୁମ୍ଭେମାନେ ଲୋକମାନଙ୍କର ଏକ ଏକ ବଂଶ ମଧ୍ୟରୁ ଏକ ଏକ ଜଣ, ଏରୂପେ ବାରଗୋଟି ଜଣ ଗ୍ରହଣ କରି

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେମାନେ ଲୋକମାନଙ୍କର ଏକ ଏକ ବଂଶ ମଧ୍ୟରୁ ଏକ ଏକ ଜଣ, ଏରୂପେ ବାର ଜଣ ଗ୍ରହଣ କରି

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେମାନେ ଲୋକମାନଙ୍କର ଏକ ଏକ ବଂଶ ମଧ୍ୟରୁ ଏକ ଏକ ଜଣ, ଏରୂପେ ବାରଗୋଟି ଜଣ ଗ୍ରହଣ କରି

Gade chapit la Kopi

ପବିତ୍ର ବାଇବଲ

2 “ବାର ଜଣ ଲୋକଙ୍କୁ ବାରଟି ଗୋଷ୍ଠୀବର୍ଗରୁ ବାଛ। ପ୍ରତ୍ୟେକ ଗୋଷ୍ଠୀବର୍ଗରୁ ଜଣେ।

Gade chapit la Kopi




ଯିହୋଶୂୟ 4:2
8 Referans Kwoze  

ଏନିମନ୍ତେ ତୁମ୍ଭେମାନେ ଇସ୍ରାଏଲର ଏକ ବଂଶରୁ ଏକ ଏକ ଜଣ, ଏରୂପେ ବାର ବଂଶରୁ ବାର ଜଣ ଗ୍ରହଣ କର।


ପୁଣି, ଯେଉଁ ଯାକୁବ ନିକଟରେ “ତୁମ୍ଭର ନାମ ଇସ୍ରାଏଲ ହେବ” ବୋଲି ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହୋଇଥିଲା, ତାହାର ପୁତ୍ରମାନଙ୍କ ଗୋଷ୍ଠୀର ସଂଖ୍ୟାନୁସାରେ ଏଲୀୟ ବାର ପଥର ନେଲେ।


ତେବେ ଆମ୍ଭେ ଏହି କଥାରେ ସନ୍ତୁଷ୍ଟ ହେଲୁ, ପୁଣି ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ବଂଶ ନିମନ୍ତେ ଜଣେ ଲେଖାଏଁ ବାର ଜଣଙ୍କୁ ନେଲୁ।


ପୁଣି, ତୁମ୍ଭେମାନେ ଦେଶ ବିଭାଗ କରିବା ନିମନ୍ତେ ପ୍ରତ୍ୟେକ ବଂଶରୁ ଏକ ଏକ ଅଧିପତି ଗ୍ରହଣ କରିବ।


“ଆମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଯେଉଁ କିଣାନ ଦେଶ ଦେବା, ତାହା ଅନୁସନ୍ଧାନ କରିବାକୁ ତୁମ୍ଭେ ଲୋକ ପଠାଅ, ସେମାନଙ୍କର ପ୍ରତ୍ୟେକ ପିତୃବଂଶ ମଧ୍ୟରେ ଯେଉଁମାନେ ଅଧିପତି, ସେମାନଙ୍କୁ ପଠାଅ।”


ସେମାନଙ୍କୁ ଆଜ୍ଞା ଦେଇ କୁହ, ଯର୍ଦ୍ଦନର ଯେଉଁ ମଧ୍ୟସ୍ଥାନରେ ଯାଜକମାନଙ୍କ ଚରଣ ସ୍ଥିର ହୋଇ ରହିଥିଲା, ସେହି ସ୍ଥାନରୁ ତୁମ୍ଭେମାନେ ବାରଗୋଟି ପ୍ରସ୍ତର ଗ୍ରହଣ କରି ଆପଣାମାନଙ୍କ ସଙ୍ଗେ ସେପାରିକି ନେଇଯାଅ, ପୁଣି ଆଜି ରାତ୍ର ଯେଉଁ ସ୍ଥାନରେ ତୁମ୍ଭେମାନେ ବସା କରିବ, ସେହି ସ୍ଥାନରେ ତାହା ରଖିବ।


Swiv nou:

Piblisite


Piblisite