Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 4:21 - ଓଡିଆ ବାଇବେଲ

21 ପୁଣି ସେ ଇସ୍ରାଏଲ ସନ୍ତାନଗଣକୁ କହିଲେ, ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି ସେ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି ସେ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ଏସବୁ ପଥର କଅଣ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଆପଣା ଆପଣା ପିତୃଗଣକୁ ଏହା ପଚାରିଲେ,

Gade chapit la Kopi

ପବିତ୍ର ବାଇବଲ

21 ତା'ପରେ ଯିହୋଶୂୟ ଇସ୍ରାଏଲ ଲୋକମାନଙ୍କୁ କହିଲେ, “ଭବିଷ୍ୟତରେ ତୁମ୍ଭର ପିଲାମାନେ ସେମାନଙ୍କର ପିତାମାତାଙ୍କୁ ପଗ୍ଭରିବେ, ‘ଏ ପଥରଗୁଡ଼ିକ କ’ଣ?’

Gade chapit la Kopi




ଯିହୋଶୂୟ 4:21
6 Referans Kwoze  

ତାହା ତୁମ୍ଭମାନଙ୍କ ମଧ୍ୟରେ ଚିହ୍ନ ସ୍ୱରୂପ ହେବ, ପୁଣି ତୁମ୍ଭମାନଙ୍କର ଏସବୁ ପଥର କ’ଣ ? ଭବିଷ୍ୟତ କାଳରେ ତୁମ୍ଭମାନଙ୍କ ସନ୍ତାନଗଣ ଏହା ପଚାରିଲେ,


ଆଉ ଭବିଷ୍ୟତ କାଳରେ ତୁମ୍ଭର ପୁତ୍ର ଯଦି ପଚାରିବ, ଏହା କଅଣ ? ତେବେ ତୁମ୍ଭେ କହିବ, ସଦାପ୍ରଭୁ ଯେତେବେଳେ ଆମ୍ଭମାନଙ୍କୁ ଆପଣା ବାହୁ ବଳ ଦ୍ୱାରା ଦାସଗୃହ ସ୍ୱରୂପ ମିସରଠାରୁ ବାହାର କଲେ,


ଆଉ ଲୋକମାନେ ଯର୍ଦ୍ଦନରୁ ଯେଉଁ ବାର ପ୍ରସ୍ତର ନେଇଥିଲେ, ଯିହୋଶୂୟ ତାହାସବୁ ଗିଲ୍‍ଗଲ୍‍ରେ ସ୍ଥାପନ କଲେ।


ତୁମ୍ଭେମାନେ ଆପଣା ଆପଣା ସନ୍ତାନମାନଙ୍କୁ ଜଣାଇବ, ଇସ୍ରାଏଲ ଶୁଷ୍କ ଭୂମି ଦେଇ ଏହି ଯର୍ଦ୍ଦନ ପାର ହୋଇ ଆସିଥିଲେ।


Swiv nou:

Piblisite


Piblisite