Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 5:15 - ଓଡିଆ ବାଇବେଲ

15 ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର। ଆଉ ଯିହୋଶୂୟ ସେପରି କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର। ଆଉ ଯିହୋଶୂୟ ସେପରି କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ସଦାପ୍ରଭୁଙ୍କ ସୈନ୍ୟର ସେନାପତି ଯିହୋଶୂୟଙ୍କୁ କହିଲେ, “ତୁମ୍ଭ ପାଦରୁ ପାଦୁକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଠିଆ ହେଉଅଛ, ତାହା ପବିତ୍ର।” ଆଉ ଯିହୋଶୂୟ ସେପରି କଲେ।

Gade chapit la Kopi

ପବିତ୍ର ବାଇବଲ

15 ସଦାପ୍ରଭୁଙ୍କର ସୈନ୍ୟଦଳର ସେନାପତି ଉତ୍ତର ଦେଲେ, “ତୁମ୍ଭ ପାଦରୁ ପାଦୂକା କାଢ଼, କାରଣ ଯେଉଁ ସ୍ଥାନରେ ତୁମ୍ଭେ ଛିଡ଼ା ହୋଇଅଛ, ସେ ସ୍ଥାନ ପବିତ୍ର।” ତେଣୁ ଯିହୋଶୂୟ ସେହିପରି କଲେ।

Gade chapit la Kopi




ଯିହୋଶୂୟ 5:15
4 Referans Kwoze  

ତହୁଁ ସେ କହିଲେ, “ତୁମ୍ଭେ ଏ ସ୍ଥାନର ନିକଟବର୍ତ୍ତୀ ହୁଅ ନାହିଁ, ତୁମ୍ଭ ପାଦରୁ ପାଦୁକା କାଢ଼; କାରଣ ତୁମ୍ଭେ ଯେଉଁ ସ୍ଥାନରେ ଛିଡ଼ା ହେଉଅଛ, ତାହା ପବିତ୍ର ଭୂମି।”


ଆମ୍ଭେମାନେ ତାହାଙ୍କ ସହିତ ପବିତ୍ର ପର୍ବତରେ ଥିବାବେଳେ ନିଜେ ଆକାଶରୁ ନିର୍ଗତ ଏହି ବାଣୀ ଶୁଣିଲୁ ।


(ସେହି ସମୟରେ ଇସ୍ରାଏଲ ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲେ ନାହିଁ ଓ କେହି ଭିତରକୁ ଆସିଲେ ନାହିଁ।)


Swiv nou:

Piblisite


Piblisite