Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 5:3 - ଓଡିଆ ବାଇବେଲ

3 ଏଥିରେ ଯିହୋଶୂୟ ଶିଳା-ଛୁରୀମାନ ନିର୍ମାଣ କରି ତ୍ୱକ୍‍-ପର୍ବତ ନିକଟରେ ଇସ୍ରାଏଲ ସନ୍ତାନଗଣର ସୁନ୍ନତ କରାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଥିରେ ଯିହୋଶୂୟ ଶିଳା-ଛୁରୀମାନ ନିର୍ମାଣ କରି ତ୍ଵକ୍-ପର୍ବତ ନିକଟରେ ଇସ୍ରାଏଲ-ସନ୍ତାନଗଣର ସୁନ୍ନତ କରାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିରେ ଯିହୋଶୂୟ ଶିଳା-ଛୁରୀମାନ ନିର୍ମାଣ କରି ତ୍ୱକ୍‍-ପର୍ବତ ନିକଟରେ ଇସ୍ରାଏଲ-ସନ୍ତାନଗଣର ସୁନ୍ନତ କରାଇଲେ।

Gade chapit la Kopi

ପବିତ୍ର ବାଇବଲ

3 ତେଣୁ ଯିହୋଶୂୟ ଛୁରୀମାନ ତିଆରି କରି ଗିବିୟୋତ ହ‌ର୍‌ଲୋତ୍ ପର୍ବତ ନିକଟରେ ଇସ୍ରାଏଲ ସନ୍ତାନଗଣଙ୍କର ସୁନ୍ନତ କରାଇଲେ।

Gade chapit la Kopi




ଯିହୋଶୂୟ 5:3
5 Referans Kwoze  

ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ ।


ସେତେବେଳେ ସିପ୍‍ପୋରା ଏକ ତୀକ୍ଷ୍ଣ ଅସ୍ତ୍ର ଘେନି ଆପଣା ପୁତ୍ରକୁ ସୁନ୍ନତ କରି ତାହା ତାଙ୍କ ଚରଣ ତଳେ ପକାଇ କହିଲା, “ତୁମ୍ଭେ ନିତାନ୍ତ ମୋହର ରକ୍ତପ୍ରିୟ ବର।”


ସେସମୟରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ତୁମ୍ଭେ ଶିଳାର ଛୁରୀମାନ ନିର୍ମାଣ କରି ପୁନର୍ବାର ଦ୍ୱିତୀୟ ଥର ଇସ୍ରାଏଲ ସନ୍ତାନଗଣକୁ ସୁନ୍ନତ କର।


ପୁଣି ଯିହୋଶୂୟ ସୁନ୍ନତ କରାଇବାର କାରଣ ଏହି; ମିସରରୁ ବାହାରି ଆସିବା ସମସ୍ତ ଲୋକ ମଧ୍ୟରେ ଯେତେ ପୁରୁଷ ଥିଲେ, ଯୋଦ୍ଧା ମନୁଷ୍ୟ ସମସ୍ତେ, ମିସରରୁ ବାହାରି ଆସିଲା ଉତ୍ତାରେ ପ୍ରାନ୍ତର ମଧ୍ୟରେ ବାଟରେ ମଲେ।


Swiv nou:

Piblisite


Piblisite