ଯିହୋଶୂୟ 5:6 - ଓଡିଆ ବାଇବେଲ6 ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)6 ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧମଧୁପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ-ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ। Gade chapit la |