Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 5:7 - ଓଡିଆ ବାଇବେଲ

7 ଏଣୁ ସେମାନଙ୍କ ପରିବର୍ତ୍ତେ ସେମାନଙ୍କ ଯେଉଁ ସନ୍ତାନଗଣକୁ ସେ ଉଠାଇଲେ, ଯିହୋଶୂୟ ସେମାନଙ୍କର ସୁନ୍ନତ କରାଇଲେ; ସେମାନେ ଅସୁନ୍ନତ ଥିଲେ, ଯେହେତୁ ପଥ ମଧ୍ୟରେ ସେମାନଙ୍କର ସୁନ୍ନତ କରାଯାଇ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏଣୁ ସେମାନଙ୍କ ପରିବର୍ତ୍ତେ ସେମାନଙ୍କ ଯେଉଁ ସନ୍ତାନଗଣକୁସେ ଉଠାଇଲେ, ଯିହୋଶୂୟ ସେମାନଙ୍କର ସୁନ୍ନତ କରାଇଲେ; ସେମାନେ ଅସୁନ୍ନତ ଥିଲେ, ଯେହେତୁ ପଥ ମଧ୍ୟରେ ସେମାନଙ୍କର ସୁନ୍ନତ କରାଯାଇ ନ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଣୁ ସେମାନଙ୍କ ପରିବର୍ତ୍ତେ ସେମାନଙ୍କ ଯେଉଁ ସନ୍ତାନଗଣକୁ ସେ ଉଠାଇଲେ, ଯିହୋଶୂୟ ସେମାନଙ୍କର ସୁନ୍ନତ କରାଇଲେ; ସେମାନେ ଅସୁନ୍ନତ ଥିଲେ, ଯେହେତୁ ପଥ ମଧ୍ୟରେ ସେମାନଙ୍କର ସୁନ୍ନତ କରାଯାଇ ନ ଥିଲା।

Gade chapit la Kopi




ଯିହୋଶୂୟ 5:7
5 Referans Kwoze  

ଆହୁରି ତୁମ୍ଭମାନଙ୍କର ବାଳକମାନେ, ଯେଉଁମାନେ ଲୁଟିତ ହେବେ ବୋଲି ତୁମ୍ଭେମାନେ କହିଥିଲ ଓ ତୁମ୍ଭମାନଙ୍କର ସନ୍ତାନମାନେ, ଯେଉଁମାନେ ଆଜି ପର୍ଯ୍ୟନ୍ତ ଭଲ ମନ୍ଦର ଜ୍ଞାନ ପାଇ ନାହାନ୍ତି, ସେମାନେ ସେହି ସ୍ଥାନରେ ପ୍ରବେଶ କରିବେ; ପୁଣି ଆମ୍ଭେ ସେମାନଙ୍କୁ ସେହି ଦେଶ ଦେବା ଓ ସେମାନେ ତାହା ଅଧିକାର କରିବେ।


ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣଙ୍କ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ।


ମିସରରୁ ନିର୍ଗତ ସମସ୍ତ ଗୋଷ୍ଠୀୟ ଲୋକ, ଯୋଦ୍ଧା ମନୁଷ୍ୟମାନେ, ସଦାପ୍ରଭୁଙ୍କ ରବ ନ ଶୁଣିବା ସକାଶୁ ସେସମସ୍ତଙ୍କ ସଂହାର ପର୍ଯ୍ୟନ୍ତ ଇସ୍ରାଏଲ ସନ୍ତାନଗଣ ଚାଳିଶ ବର୍ଷ ପ୍ରାନ୍ତରରେ ଭ୍ରମଣ କଲେ; କାରଣ ସଦାପ୍ରଭୁ ଆମ୍ଭମାନଙ୍କୁ ଯେଉଁ ଦେଶ ଦେବା ବିଷୟରେ ସେମାନଙ୍କ ପୂର୍ବପୁରୁଷଗଣ ନିକଟରେ ଶପଥ କରିଥିଲେ, ସଦାପ୍ରଭୁ ସେମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେଖିବାକୁ ଦେବେ ନାହିଁ ବୋଲି ଶପଥ କଲେ।


ସେହି ସମସ୍ତ ଗୋଷ୍ଠୀୟ ଲୋକଙ୍କର ସୁନ୍ନତ କାର୍ଯ୍ୟ ସମାପ୍ତ ହେଲା ଉତ୍ତାରେ ସେମାନେ ଛାଉଣି ମଧ୍ୟରେ ଆପଣା ଆପଣା ସ୍ଥାନରେ ସତେଜ ହେବା ପର୍ଯ୍ୟନ୍ତ ରହିଲେ।


“ଆମ୍ଭେମାନେ ଅସୁନ୍ନତ ଲୋକକୁ ଆପଣା ଭଉଣୀକୁ ଦେବାର କର୍ମ କରି ନ ପାରୁ, ତାହା କଲେ, ଆମ୍ଭମାନଙ୍କର ଅପଖ୍ୟାତି ହେବ।


Swiv nou:

Piblisite


Piblisite