ଯିହୋଶୂୟ 6:10 - ଓଡିଆ ବାଇବେଲ10 ମାତ୍ର ଯିହୋଶୂୟ ଲୋକମାନଙ୍କୁ ଆଜ୍ଞା ଦେଇ କହିଥିଲେ, ତୁମ୍ଭେମାନେ ଜୟଧ୍ୱନି କରିବ ନାହିଁ, କି ଆପଣା ରବ ଶୁଣାଇବ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ କୌଣସି ବାକ୍ୟ ନିର୍ଗତ ହେବ ନାହିଁ, ମୁଁ ଜୟଧ୍ୱନି କରିବାକୁ ଆଜ୍ଞା ଦେଲେ, ତୁମ୍ଭେମାନେ ଜୟଧ୍ୱନି କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ମାତ୍ର ଯିହୋଶୂୟ ଲୋକମାନଙ୍କୁ ଆଜ୍ଞା ଦେଇ କହିଥିଲେ, ତୁମ୍ଭେମାନେ ଜୟଧ୍ଵନି କରିବ ନାହିଁ, କି ଆପଣା ରବ ଶୁଣାଇବ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ କୌଣସି ବାକ୍ୟ ନିର୍ଗତ ହେବ ନାହିଁ, ମୁଁ ଜୟଧ୍ଵନି କରିବାକୁ ଆଜ୍ଞା ଦେଲେ, ତୁମ୍ଭେମାନେ ଜୟଧ୍ଵନି କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ମାତ୍ର ଯିହୋଶୂୟ ଲୋକମାନଙ୍କୁ ଆଜ୍ଞା ଦେଇ କହିଥିଲେ, “ତୁମ୍ଭେମାନେ ଜୟଧ୍ୱନି କରିବ ନାହିଁ, କି ଆପଣା ରବ ଶୁଣାଇବ ନାହିଁ, କିଅବା ତୁମ୍ଭମାନଙ୍କ ମୁଖରୁ କୌଣସି ବାକ୍ୟ ନିର୍ଗତ ହେବ ନାହିଁ, ମୁଁ ଜୟଧ୍ୱନି କରିବାକୁ ଆଜ୍ଞା ଦେଲେ, ତୁମ୍ଭେମାନେ ଜୟଧ୍ୱନି କରିବ।” Gade chapit laପବିତ୍ର ବାଇବଲ10 ଯିହୋଶୂୟ ଲୋକମାନଙ୍କୁ ଆଦେଶ ଦେଲେ, “ଯୁଦ୍ଧ ଡାକରା ଦିଅ ନାହିଁ ମୁଁ ନ କହିବାଯାଏ ତୁମ୍ଭର ସ୍ୱର ଶୁଣିବାକୁ ଦିଅ ନାହିଁ। ତା'ପରେ ମୁଁ କହିଲେ, ତୁମ୍ଭେ ଯୁଦ୍ଧ ଡାକରା ଦେଇ ପାରିବ।” Gade chapit la |