Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 6:12 - ଓଡିଆ ବାଇବେଲ

12 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅନନ୍ତର ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ, ପୁଣି ଯାଜକମାନେ ସଦାପ୍ରଭୁଙ୍କ ସିନ୍ଦୁକ ଘେନିଲେ।

Gade chapit la Kopi

ପବିତ୍ର ବାଇବଲ

12 ପ୍ରଭାତରେ ଯିହୋଶୂୟ ବିଛଣା ତ୍ୟାଗ କଲେ ଓ ଏହା ପରେ ଯାଜକମାନେ ସଦାପ୍ରଭୁଙ୍କର ପବିତ୍ର ନିୟମ-ସିନ୍ଦୁକ ଧରି ବାହାରିଲେ।

Gade chapit la Kopi




ଯିହୋଶୂୟ 6:12
11 Referans Kwoze  

ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠିଲେ; ପୁଣି ସେ ଓ ଇସ୍ରାଏଲର ସମସ୍ତ ସନ୍ତାନ ଶିଟୀମ୍‍ରୁ ଯାତ୍ରା କରି ଯର୍ଦ୍ଦନରେ ଉପସ୍ଥିତ ହେଲେ; ମାତ୍ର ସେମାନେ ପାର ହେବା ପୂର୍ବେ ସେଠାରେ ବସା କଲେ।


ମୋଶା ସଦାପ୍ରଭୁଙ୍କ ନିୟମ-ସିନ୍ଦୁକବାହକ ଲେବୀୟମାନଙ୍କୁ ଆଜ୍ଞା ଦେଇ କହିଲେ,


ତହିଁରେ ଅବ୍ରହାମ ପ୍ରଭାତରେ ଉଠି ଗଧ ସଜାଇ ଦୁଇଜଣ ଦାସ ଓ ଆପଣା ପୁତ୍ର ଇସ୍‍ହାକକୁ ସଙ୍ଗରେ ନେଲେ, ଆଉ ହୋମ ନିମନ୍ତେ କାଠ କାଟି ପରମେଶ୍ୱରଙ୍କ ନିର୍ଦ୍ଦିଷ୍ଟ ସ୍ଥାନକୁ ଯାତ୍ରା କଲେ।


ଏହିରୂପେ ସେ ସଦାପ୍ରଭୁଙ୍କ ସିନ୍ଦୁକକୁ ନଗରର ଚାରିଆଡ଼େ ଥରେ ଲେଖାଏଁ ପ୍ରଦକ୍ଷିଣ କରାଇଲେ; ତହୁଁ ଲୋକମାନେ ଛାଉଣିକୁ ଆସିଲେ, ଆଉ ଛାଉଣିରେ ବାସ କଲେ।


ଆଉ ସାତ ଯାଜକ ମହାଶବ୍ଦକାରୀ ସାତ ତୂରୀ ଧରି ସଦାପ୍ରଭୁଙ୍କ ସିନ୍ଦୁକ ଆଗେ ଆଗେ କ୍ରମାଗତ ଗମନ କରି ତୂରୀ ବଜାଇଲେ; ସସଜ୍ଜ ଲୋକମାନେ ସେମାନଙ୍କ ଅଗ୍ରସର ହୋଇ ଚାଲିଲେ; ପୁଣି ପଶ୍ଚାଦ୍‍ବର୍ତ୍ତୀ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ପଛେ ପଛେ ଚାଲିଲେ, ଯାଜକମାନେ ତୂରୀ ବଜାଇ ବଜାଇ ଗମନ କଲେ।


ତହିଁରେ ଇସ୍ରାଏଲ ସନ୍ତାନଗଣ ପ୍ରଭାତରେ ଉଠି ଗିବୀୟା ବିରୁଦ୍ଧରେ ଛାଉଣି ସ୍ଥାପନ କଲେ।


Swiv nou:

Piblisite


Piblisite