ଯିହୋଶୂୟ 6:27 - ଓଡିଆ ବାଇବେଲ27 ଏହିରୂପେ ସଦାପ୍ରଭୁ ଯିହୋଶୂୟଙ୍କର ସହବର୍ତ୍ତୀ ହେଲେ ଓ ତାଙ୍କର କୀର୍ତ୍ତି ଦେଶଯାକ ବ୍ୟାପିଲା। Gade chapit laପବିତ୍ର ବାଇବଲ (Re-edited) - (BSI)27 ଏହିରୂପେ ସଦାପ୍ରଭୁ ଯିହୋଶୂୟଙ୍କର ସହବର୍ତ୍ତୀ ହେଲେ ଓ ତାଙ୍କର କୀର୍ତ୍ତି ଦେଶଯାକ ବ୍ୟାପିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ଏହିରୂପେ ସଦାପ୍ରଭୁ ଯିହୋଶୂୟଙ୍କର ସହବର୍ତ୍ତୀ ହେଲେ ଓ ତାଙ୍କର କୀର୍ତ୍ତି ଦେଶଯାକ ବ୍ୟାପିଲା। Gade chapit laପବିତ୍ର ବାଇବଲ27 ଏହିପରି ଭାବରେ ସଦାପ୍ରଭୁ ଯିହୋଶୂୟଙ୍କ ସହିତ ରହିଲେ ଓ ଯିହୋଶୂୟଙ୍କର କୀର୍ତ୍ତି ଗ୍ଭରିଆଡ଼େ ବ୍ୟାପିଲା। Gade chapit la |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।