ଯିହୋଶୂୟ 7:2 - ଓଡିଆ ବାଇବେଲ2 ଏଥିମଧ୍ୟରେ ଯିହୋଶୂୟ ଯିରୀହୋଠାରୁ ବେଥେଲ୍ର ପୂର୍ବଦିଗସ୍ଥିତ ବେଥ୍-ଆବନର ପାର୍ଶ୍ଵସ୍ଥ ଅୟକୁ ଲୋକ ପଠାଇ ସେମାନଙ୍କୁ କହିଲେ, ଉଠ, ଯାଇ ଦେଶ ଅନୁସନ୍ଧାନ କର; ଏଥିରେ ଲୋକମାନେ ଯାଇ ଅୟ ନଗର ଅନୁସନ୍ଧାନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଏଥିମଧ୍ୟରେ ଯିହୋଶୂୟ ଯିରୀହୋଠାରୁ ବୈଥେଲର ପୂର୍ବଦିଗସ୍ଥିତ ବୈଥାବନର ପାର୍ଶ୍ଵସ୍ଥ ଅୟକୁ ଲୋକ ପଠାଇ ସେମାନଙ୍କୁ କହିଲେ, ଉଠ, ଯାଇ ଦେଶ ଅନୁସନ୍ଧାନ କର; ଏଥିରେ ଲୋକମାନେ ଯାଇ ଅୟ ନଗର ଅନୁସନ୍ଧାନ କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଏଥିମଧ୍ୟରେ ଯିହୋଶୂୟ ଯିରୀହୋଠାରୁ ବେଥେଲ୍ର ପୂର୍ବଦିଗସ୍ଥିତ ବେଥ୍-ଆବନର ପାର୍ଶ୍ୱସ୍ଥ ଅୟକୁ ଲୋକ ପଠାଇ ସେମାନଙ୍କୁ କହିଲେ, “ଉଠ, ଯାଇ ଦେଶ ଅନୁସନ୍ଧାନ କର;” ଏଥିରେ ଲୋକମାନେ ଯାଇ ଅୟ ନଗର ଅନୁସନ୍ଧାନ କଲେ। Gade chapit laପବିତ୍ର ବାଇବଲ2 ସେମାନେ ଯିରୀହୋକୁ ପରାସ୍ତ କଲାପରେ, ଯିହୋଶୂୟ ଅୟକୁ ଲୋକ ପଠାଇଲେ। ଅୟ ବୈଥେଲ୍ର ପୂର୍ବ ଦିଗସ୍ଥିତ ବୈଥାବନର ପାର୍ଶ୍ୱରେ ଅବସ୍ଥିତ। ଯିହୋଶୂୟ ସେମାନଙ୍କୁ କହିଲେ, “ଅୟକୁ ଯାଅ ଓ ସେଠାରେ ସେମାନଙ୍କର ଦୁର୍ବଳତାକୁ ଅନୁସନ୍ଧାନ କର।” ତେଣୁ ଏଥିରେ ଲୋକମାନେ ଯାଇ ଅୟରେ ଅନୁସନ୍ଧାନ କଲେ। Gade chapit la |