ଯିହୋଶୂୟ 8:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ। Gade chapit laପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସଦାପ୍ରଭୁ ଯିହୋଶୂୟଙ୍କୁ କହିଲେ, “ଭୟ କର ନାହିଁ, କିଅବା ନିରାଶ ହୁଅ ନାହିଁ; ସମସ୍ତ ସୈନ୍ୟ ସଙ୍ଗେ ନେଇ ଉଠି ଅୟକୁ ଯାତ୍ରା କର; ଦେଖ, ଆମ୍ଭେ ଅୟର ରାଜାକୁ ଓ ତାହାର ଲୋକମାନଙ୍କୁ ଓ ତାହାର ନଗର ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ। Gade chapit laପବିତ୍ର ବାଇବଲ1 ଏହା ପରେ ସଦାପ୍ରଭୁ ଯିହୋଶୂୟକୁ କହିଲେ, “ଭୟ କର ନାହିଁ। ନିରାଶ ହୁଅ ନାହିଁ। ତୁମ୍ଭର ସମସ୍ତ ସୈନ୍ୟଙ୍କ ସହିତ ଅୟକୁ ଯାତ୍ରା କର। ମୁଁ ତୁମ୍ଭର ସହାୟ ହେବି, ଅୟର ରାଜାଙ୍କୁ ପରାସ୍ତ କରିବା ପାଇଁ। ମୁଁ ତୁମ୍ଭକୁ ସେହି ନଗର, ଏହାର ରାଜା ଓ ଏହାର ଲୋକମାନଙ୍କୁ ତୁମ୍ଭକୁ ହସ୍ତାନ୍ତର କରିବି। Gade chapit la |
ଆପଣ ମନୁଷ୍ୟମାନଙ୍କ ମଧ୍ୟରୁ ଦୂରୀକୃତ ହେବେ ଓ କ୍ଷେତ୍ରସ୍ଥ ପଶୁମାନଙ୍କ ସଙ୍ଗରେ ଆପଣଙ୍କର ବସତି ହେବ, ବଳଦର ନ୍ୟାୟ ଆପଣଙ୍କୁ ତୃଣଭୋଜୀ କରାଯିବ, ଆଉ ଆପଣ ଆକାଶର କାକରରେ ତିନ୍ତିବ, ଏହିରୂପେ ଆପଣଙ୍କ ଉପରେ ସାତ କାଳ ବହିଯିବ; ଶେଷରେ ଯେ ସର୍ବୋପରିସ୍ଥ, ସେ ଯେ ମନୁଷ୍ୟମାନଙ୍କ ରାଜ୍ୟରେ କର୍ତ୍ତୃତ୍ୱ କରନ୍ତି ଓ ଯାହାକୁ ତାହା ଦେବାକୁ ଇଚ୍ଛା କରିବେ, ତାହାକୁ ସେ ତାହା ଦିଅନ୍ତି, ଏହା ଆପଣ ଜାଣିବେ।