Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 8:25 - ଓଡିଆ ବାଇବେଲ

25 ପୁଣି ସେହି ଦିନ ଅୟ ନିବାସୀ ସମସ୍ତ ଲୋକ ସ୍ତ୍ରୀ ପୁରୁଷ ସର୍ବସୁଦ୍ଧା ବାର ହଜାର ଲୋକ ହତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ସେହି ଦିନ ଅୟ ନିବାସୀ ସମସ୍ତ ଲୋକ ସ୍ତ୍ରୀ ପୁରୁଷ ସର୍ବସୁଦ୍ଧା ବାର ହଜାର ଲୋକ ହତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି ସେହି ଦିନ ଅୟ ନିବାସୀ ସମସ୍ତ ଲୋକ ସ୍ତ୍ରୀ ପୁରୁଷ ସର୍ବସୁଦ୍ଧା ବାର ହଜାର ଲୋକ ହତ ହେଲେ।

Gade chapit la Kopi

ପବିତ୍ର ବାଇବଲ

25 ସେହି ଦିନ ଅୟର ସମସ୍ତ ଲୋକମାନେ ମଲେ। ସେମାନେ ପ୍ରାୟ ସ୍ତ୍ରୀ ଓ ପୁରୁଷ ମିଶି 12,000 ଲୋକ ହେବେ।

Gade chapit la Kopi




ଯିହୋଶୂୟ 8:25
2 Referans Kwoze  

ଏହିରୂପେ ଯେଉଁ ପ୍ରାନ୍ତରରେ ଅୟ ନିବାସୀ ଲୋକମାନେ ସେମାନଙ୍କ ପଛେ ପଛେ ଗୋଡ଼ାଉଥିଲେ, ସେହି କ୍ଷେତ୍ରରେ ଇସ୍ରାଏଲ ସେମାନଙ୍କୁ ନିଃଶେଷିତ ହେବା ପର୍ଯ୍ୟନ୍ତ ବଧ କରି ସାରିଲା ଉତ୍ତାରେ ସେମାନେ ମୃତ୍ୟୁବରଣ କଲେ, ତହିଁ ଉତ୍ତାରେ ସମଗ୍ର ଇସ୍ରାଏଲ ଫେରି ଆସି ଅୟରେ ଥିବା ପ୍ରତ୍ୟେକ ଜଣଙ୍କୁ ସଂହାର କଲେ।


Swiv nou:

Piblisite


Piblisite