Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 8:9 - ଓଡିଆ ବାଇବେଲ

9 ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବୈଥେଲ୍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏରୂପେ ଯିହୋଶୂୟ ସେମାନଙ୍କୁ ପ୍ରେରଣ କଲେ; ଆଉ ସେମାନେ ଯାଇ ଅୟର ପଶ୍ଚିମରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରହିଲେ; ମାତ୍ର ଯିହୋଶୂୟ ଲୋକମାନଙ୍କ ମଧ୍ୟରେ ସେ ରାତ୍ର ରହିଲେ।

Gade chapit la Kopi

ପବିତ୍ର ବାଇବଲ

9 ଏହା ପରେ ଯିହୋଶୂୟ ସୈନ୍ୟମାନଙ୍କୁ ସେମାନଙ୍କର ଲୁଚି ରହିବା ସ୍ଥାନକୁ ପଠାଇ ଦେଲେ। ସେମାନେ ବୈଥେଲ୍ ଏବଂ ଅୟର ମଧ୍ୟସ୍ଥାନରେ ଲୁଚି ରହିଲେ। ଏହି ସ୍ଥାନଟି ଥିଲା ଅୟର ପଶ୍ଚିମ ପଟରେ। ଏବଂ ଯିହୋଶୂୟ ସୈନ୍ୟମାନଙ୍କ ସହିତ ସେଠାରେ ରାତ୍ରିଯାପନ କଲେ।

Gade chapit la Kopi




ଯିହୋଶୂୟ 8:9
9 Referans Kwoze  

ବେଥେଲ୍‍ ଓ ଅୟର ଲୋକ ଏକ ଶହ ତେଇଶ ଜଣ।


ବେଥେଲ୍‍ର ଓ ଅୟର ଲୋକ ଦୁଇ ଶହ ତେଇଶ ଜଣ।


ପୁଣି ସେ ନ୍ୟୂନାଧିକ ପାଞ୍ଚ ହଜାର ଲୋକ ନେଇ ନଗରର ପଶ୍ଚିମ ଦିଗରେ ବେଥେଲ୍‍ ଓ ଅୟର ମଧ୍ୟସ୍ଥାନରେ ଗୋପନରେ ରଖିଲେ।


ଏଥିମଧ୍ୟରେ ଯିହୋଶୂୟ ଯିରୀହୋଠାରୁ ବେଥେଲ୍‍ର ପୂର୍ବଦିଗସ୍ଥିତ ବେଥ୍-ଆବନର ପାର୍ଶ୍ଵସ୍ଥ ଅୟକୁ ଲୋକ ପଠାଇ ସେମାନଙ୍କୁ କହିଲେ, ଉଠ, ଯାଇ ଦେଶ ଅନୁସନ୍ଧାନ କର; ଏଥିରେ ଲୋକମାନେ ଯାଇ ଅୟ ନଗର ଅନୁସନ୍ଧାନ କଲେ।


ଏହିରୂପେ ତାହା ଆଗରେ ଭେଟି ଦ୍ରବ୍ୟ ଗଲା; ମାତ୍ର ସେ ଆପେ ସେହି ରାତ୍ରି ନିଜ ଦଳ ମଧ୍ୟରେ ରହିଲା।


ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍‍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।


ତୁମ୍ଭେମାନେ ନଗର ଆକ୍ରମଣ କଲାକ୍ଷଣେ ନଗରରେ ଅଗ୍ନି ଲଗାଇବ; ତୁମ୍ଭେମାନେ ସଦାପ୍ରଭୁଙ୍କ ବାକ୍ୟାନୁସାରେ କର୍ମ କରିବ; ଦେଖ, ଏହା ମୁଁ ତୁମ୍ଭମାନଙ୍କୁ ଆଜ୍ଞା କଲି।


ଏଥିଉତ୍ତାରେ ଯିହୋଶୂୟ ଅତି ପ୍ରଭାତରେ ଉଠି ଲୋକମାନଙ୍କୁ ଗଣନା କଲେ, ତହିଁ ଉତ୍ତାରେ ସେ ଓ ଇସ୍ରାଏଲର ପ୍ରାଚୀନବର୍ଗ ଲୋକମାନଙ୍କ ଆଗେ ଆଗେ ଅୟକୁ ଯାତ୍ରା କଲେ।


ଓ ଅରୋୟେର ଓ ଶିଫ୍‍ମୋତ୍‍ ଓ ଇଷ୍ଟିମୋୟ;


Swiv nou:

Piblisite


Piblisite