Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 9:10 - ଓଡିଆ ବାଇବେଲ

10 ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍‍ବୋନ-ରାଜା ସୀହୋନ ଓ ଅଷ୍ଟାରୋତ୍‍ ନିବାସୀ ବାଶନ-ରାଜା ଓଗ୍‍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍ବୋନ୍-ରାଜା ସୀହୋନ ଓ ଅଷ୍ଟାରୋତ୍ ନିବାସୀ ବାଶନ-ରାଜା ଓଗ୍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍‍ବୋନ-ରାଜା ସୀହୋନ ଓ ଅଷ୍ଟାରୋତ୍‍ ନିବାସୀ ବାଶନ-ରାଜା ଓଗ୍‍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ।

Gade chapit la Kopi

ପବିତ୍ର ବାଇବଲ

10 ଏବଂ ଯର୍ଦ୍ଦନ ପୂର୍ବପାରିସ୍ଥ ହି‌ଷ୍‌ବୋନ୍ ରାଜା ସୀହୋନ୍ ଓ ଅଷ୍ଟାରୋତ୍ ନିବାସୀ ବାଶନ ରାଜା, ଓଗ୍, ଇମୋରୀୟମାନଙ୍କ ଦୁଇଜଣ ରାଜାଙ୍କୁ କେମିତି ପରାଜିତ କଲ, ତାହା ସବୁ ଆମ୍ଭେମାନେ ଶୁଣିଅଛୁ।

Gade chapit la Kopi




ଯିହୋଶୂୟ 9:10
13 Referans Kwoze  

ପୁଣି ବାଶନୀୟ ଓଗ୍‍ ରାଜାର ଅଞ୍ଚଳ (ଅଧିକାର କଲେ) ସେ ଅବଶିଷ୍ଟ ରଫାୟୀୟ ବଂଶଜାତ, ସେ ଅଷ୍ଟାରୋତ୍‍ ଓ ଇଦ୍ରିୟୀରେ ବାସ କଲା,


ମାତ୍ର ହିଷ୍‍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।


“ହିଷ୍‍ବୋନ ନିବାସୀ ଇମୋରୀୟମାନଙ୍କ ରାଜା ସୀହୋନକୁ ଓ ଅଷ୍ଟାରୋତ୍‍ ନିବାସୀ ବାଶନର ରାଜା ଓଗ୍‍କୁ ଇଦ୍ରିୟୀରେ ସଂହାର କଲା ଉତ୍ତାରେ


ଗେର୍ଶୋମର ସନ୍ତାନମାନଙ୍କୁ ମନଃଶିର ଅର୍ଦ୍ଧ ବଂଶର ଗୋଷ୍ଠୀଠାରୁ ତଳିଭୂମି ସହିତ ବାଶନସ୍ଥ ଗୋଲନ୍‍ ଓ ତଳିଭୂମି ସହିତ ଅଷ୍ଟାରୋତ୍‍;


ଏହେତୁ ଚତୁର୍ଦ୍ଦଶ ବର୍ଷରେ କଦର୍ଲାୟୋମର ରାଜା ଓ ତାଙ୍କର ସହାୟ ରାଜାଗଣ ଆସି ଅଷ୍ଟରୋତ୍‍ କର୍ଣ୍ଣୟିମରେ ରଫାୟୀୟ ଲୋକମାନଙ୍କୁ ଓ ହମରେ ସୁଷୀୟ ଲୋକମାନଙ୍କୁ ଓ ଶାବୀ କିରୀୟାଥୟିମରେ ଏମୀୟ ଲୋକମାନଙ୍କୁ,


ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, “ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି,


ମୁଁ ଜାଣେ, ସଦାପ୍ରଭୁ ତୁମ୍ଭମାନଙ୍କୁ ଏହି ଦେଶ ଦେଇଅଛନ୍ତି, ତୁମ୍ଭମାନଙ୍କ ବିଷୟକ ଭୟ ଆମ୍ଭମାନଙ୍କ ଉପରେ ପଡ଼ିଅଛି ଓ ଏହି ଦେଶନିବାସୀ ସମସ୍ତେ ତୁମ୍ଭମାନଙ୍କ ଆଗରେ ତରଳି ଯାଉଅଛନ୍ତି।


ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି।”


ଏହେତୁ ଆମ୍ଭମାନଙ୍କ ପ୍ରାଚୀନବର୍ଗ ଓ ଦେଶ ନିବାସୀ ସମସ୍ତେ ଆମ୍ଭମାନଙ୍କୁ କହିଲେ, “ତୁମ୍ଭେମାନେ ହସ୍ତରେ ପାଥେୟ ଦ୍ରବ୍ୟ ନେଇ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଯାଇ ସେମାନଙ୍କୁ ଏହି କଥା କୁହ, ‘ଆମ୍ଭେମାନେ ଆପଣମାନଙ୍କ ଦାସ; ଏଣୁ ଆପଣମାନେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କରନ୍ତୁ।’”


ପୁଣି ଅର୍ଦ୍ଧ ଗିଲୀୟଦ ଓ ଅଷ୍ଟାରୋତ୍‍ ଓ ଇଦ୍ରିୟୀ, ଓଗ୍‍ର ବାଶନ ରାଜ୍ୟସ୍ଥିତ ଏହି ଏହି ନଗର ମନଃଶିର ପୁତ୍ର ମାଖୀର-ସନ୍ତାନଗଣର ବଂଶାନୁସାରେ ମାଖୀର ସନ୍ତାନଗଣର ଅର୍ଦ୍ଧ ବଂଶର ହେଲା।


କାରଣ ତୁମ୍ଭେମାନେ ମିସରରୁ ବାହାରି ଆସିବା ବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ସମ୍ମୁଖରେ କିପ୍ରକାରେ ସୂଫ ସାଗରର ଜଳ ଶୁଷ୍କ କଲେ, ପୁଣି ତୁମ୍ଭେମାନେ ଯର୍ଦ୍ଦନ ସେପାରିସ୍ଥିତ ସୀହୋନ ଓ ଓଗ୍‍ ନାମକ ଇମୋରୀୟମାନଙ୍କ ଦୁଇ ରାଜାଙ୍କ ପ୍ରତି କିପ୍ରକାର ବ୍ୟବହାର କରି ସେମାନଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କରିଅଛ, ତାହା ଆମ୍ଭେମାନେ ଶୁଣିଅଛୁ;


Swiv nou:

Piblisite


Piblisite