Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 9:16 - ଓଡିଆ ବାଇବେଲ

16 ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

16 ସେମାନେ ତିନି ଦିନ ପରେ ସେମାନଙ୍କ ସହିତ ଚୁକ୍ତି କଲେ, ଇସ୍ରାଏଲର ଲୋକମାନେ ହୃଦୟଙ୍ଗମ କଲେ ଯେ, ସେମାନେ ଇସ୍ରାଏଲ ଛାଉଣି ନିକଟରେ ବାସ କରୁଛନ୍ତି।

Gade chapit la Kopi




ଯିହୋଶୂୟ 9:16
5 Referans Kwoze  

ସତ୍ୟବାଦୀ ଓଷ୍ଠ ନିତ୍ୟସ୍ଥାୟୀ ହେବ; ମାତ୍ର ମିଥ୍ୟାବାଦୀ ଜିହ୍ୱା ପଲକ ମାତ୍ର।


ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି।”


ପୁଣି ଯିହୋଶୂୟ ସେମାନଙ୍କ ସହିତ ସନ୍ଧି କଲେ ଓ ସେମାନଙ୍କୁ ଜୀବିତ ରଖିବାକୁ ନିୟମ କଲେ, ଆଉ ମଣ୍ଡଳୀର ଅଧିପତିମାନେ ସେମାନଙ୍କ ନିକଟରେ ଶପଥ କଲେ।


ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍‍ ଓ କଫୀରା ଓ ବେରୋତ ଓ କିରୀୟଥ୍‍-ଯିୟାରୀମ୍‍ ସେମାନଙ୍କ ନଗର ଥିଲା।


ଏଉତ୍ତାରେ ଯିହୋଶୂୟ ସେମାନଙ୍କୁ ଡକାଇ କହିଲେ, “ଆମ୍ଭେମାନେ ତୁମ୍ଭମାନଙ୍କଠାରୁ ଅତି ଦୂରସ୍ଥ ଲୋକ” ଏହା କହି କାହିଁକି ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରବଞ୍ଚନା କଲ ? ତୁମ୍ଭେମାନେ ତ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛ।


Swiv nou:

Piblisite


Piblisite