Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 9:26 - ଓଡିଆ ବାଇବେଲ

26 ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ-ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ-ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ।

Gade chapit la Kopi

ପବିତ୍ର ବାଇବଲ

26 ତେଣୁ ଗିବିୟୋନୀୟମାନେ ସେମାନଙ୍କର କ୍ରୀତଦାସ ହୋଇ ରହିଲେ। କିନ୍ତୁ ଯିହୋଶୂୟ ସେମାନଙ୍କୁ ଜୀବିତ ରଖିଲେ। ଯିହୋଶୂୟ ସେ ଲୋକମାନଙ୍କୁ ମାରିବା ପାଇଁ ତାଙ୍କ ଲୋକମାନଙ୍କୁ ଅନୁମତି ଦେଇ ନ ଥିଲେ।

Gade chapit la Kopi




ଯିହୋଶୂୟ 9:26
2 Referans Kwoze  

ଏବେ ଦେଖନ୍ତୁ, ଆମ୍ଭେମାନେ ଆପଣଙ୍କ ହସ୍ତରେ ଅଛୁ, ଆମ୍ଭମାନଙ୍କ ପ୍ରତି ଯାହା କରିବା ଆପଣଙ୍କ ଦୃଷ୍ଟିରେ ଉତ୍ତମ ଓ ନ୍ୟାୟ, ତାହା କରନ୍ତୁ।


ଆଉ ଯିହୋଶୂୟ ସେମାନଙ୍କୁ ସେହି ଦିନରୁ ଆଜିଯାଏ, ସଦାପ୍ରଭୁଙ୍କ ମନୋନୀତ ସ୍ଥାନରେ ମଣ୍ଡଳୀର ଓ ସଦାପ୍ରଭୁଙ୍କ ଯଜ୍ଞବେଦିର କାଠକଟାଳୀ ଓ ଜଳକଢ଼ାଳୀ କଲେ।


Swiv nou:

Piblisite


Piblisite