Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 9:6 - ଓଡିଆ ବାଇବେଲ

6 ଏହିରୂପେ ସେମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏହିରୂପେ ସେମାନେ ଗିଲ୍ଗଲ୍ସ୍ଥିତ ଛାଉଣିକି ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏହିରୂପେ ସେମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ ଯାଇ ତାଙ୍କୁ ଓ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂର ଦେଶରୁ ଆସିଲୁ, ଏଣୁ ତୁମ୍ଭେମାନେ ଏବେ ଆମ୍ଭମାନଙ୍କ ସହିତ ନିୟମ ସ୍ଥିର କର।”

Gade chapit la Kopi

ପବିତ୍ର ବାଇବଲ

6 ଏହିପରି ଭାବରେ ସେମାନେ ଗି‌ଲ୍‌ଗଲ୍ ନିକଟସ୍ଥ ଯିହୋଶୂୟଙ୍କ ଛାଉଣିକୁ ଯାଇ ଇସ୍ରାଏଲୀୟ ଲୋକମାନଙ୍କୁ କହିଲେ, “ଆମ୍ଭେମାନେ ଦୂରଦେଶରୁ ଆସିଛୁ, ତେଣୁ ତୁମ୍ଭେମାନେ ଆମ୍ଭମାନଙ୍କ ସହିତ ଚୁକ୍ତି କର।”

Gade chapit la Kopi




ଯିହୋଶୂୟ 9:6
9 Referans Kwoze  

ଇସ୍ରାଏଲ ସନ୍ତାନଗଣ ଗିଲ୍‍ଗଲ୍‍ରେ ଛାଉଣି ସ୍ଥାପନ କଲେ; ପୁଣି ସେମାନେ ସେହି ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ଯିରୀହୋ-ପଦାରେ ନିସ୍ତାର ପର୍ବ ପାଳନ କଲେ।


ସେତେବେଳେ ଯିଶାଇୟ ଭବିଷ୍ୟଦ୍‍ବକ୍ତା ହିଜକୀୟ ରାଜାଙ୍କ ନିକଟକୁ ଆସି ତାଙ୍କୁ କହିଲେ, “ଏହି ଲୋକମାନେ କଅଣ କହିଲେ ? ସେମାନେ କେଉଁଠାରୁ ତୁମ୍ଭ ନିକଟକୁ ଆସିଲେ ?” ତହିଁରେ ହିଜକୀୟ କହିଲେ, “ସେମାନେ ଦୂର ଦେଶ ବାବିଲରୁ ଆସିଅଛନ୍ତି।”


ଆହୁରି ଯେ ତୁମ୍ଭର ଇସ୍ରାଏଲ-ଲୋକଙ୍କର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭ ନାମ ସକାଶୁ ଦୂର ଦେଶରୁ ଆସେ;


ଏଉତ୍ତାରେ ଯିହୋଶୂୟ ଓ ତାଙ୍କ ସଙ୍ଗେ ସମସ୍ତ ଇସ୍ରାଏଲ ଗିଲ୍‍ଗଲ୍‍ ଛାଉଣିକୁ ଫେରି ଆସିଲେ।


ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି।”


ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୁଟି ଶୁଖିଲା ଓ ଗମରା ହୋଇ ଯାଇଥିଲା।


ଏହିରୂପେ ଲୋକମାନେ ପ୍ରଥମ ମାସର ଦଶମ ଦିନରେ ଯର୍ଦ୍ଦନରୁ ଉଠି ଆସି ଯିରୀହୋର ପୂର୍ବସୀମାସ୍ଥିତ ଗିଲ୍‍ଗଲ୍‍ରେ ଛାଉଣି ସ୍ଥାପନ କଲେ।


ଏଥିରେ ଗିବୀୟୋନୀୟ ଲୋକମାନେ ଗିଲ୍‍ଗଲ୍‍ସ୍ଥିତ ଛାଉଣିକୁ ଯିହୋଶୂୟଙ୍କ ନିକଟକୁ କହି ପଠାଇଲେ, ତୁମ୍ଭେ ଆପଣାର ଏହି ଦାସମାନଙ୍କଠାରୁ ଆପଣା ହାତ କାଢ଼ି ନ ନିଅ; ଶୀଘ୍ର ଆମ୍ଭମାନଙ୍କ ନିକଟକୁ ଆସ, ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କର ଉପକାର କର; କାରଣ ପର୍ବତ ନିବାସୀ ଇମୋରୀୟମାନଙ୍କ ସମସ୍ତ ରାଜା ଆମ୍ଭମାନଙ୍କ ବିରୁଦ୍ଧରେ ଏକତ୍ର ହୋଇଅଛନ୍ତି।


Swiv nou:

Piblisite


Piblisite