ବିଳାପ 1:18 - ଓଡିଆ ବାଇବେଲ18 ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି। Gade chapit laପବିତ୍ର ବାଇବଲ (Re-edited) - (BSI)18 ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ଵ ସ୍ଥାନକୁ ଯାଇଅଛନ୍ତି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି। Gade chapit laପବିତ୍ର ବାଇବଲ18 ବର୍ତ୍ତମାନ ଯିରୁଶାଲମ କହେ, “ସଦାପ୍ରଭୁ ଧାର୍ମିକ ଅଟନ୍ତି ଓ ମୁଁ ତାଙ୍କ ଆଜ୍ଞାକୁ ଅବଜ୍ଞା କରିଅଛି। ହେ ଗୋଷ୍ଠୀସକଳ, ମୁଁ ବିନୟ କରୁଛି, ତୁମ୍ଭେମାନେ ଶୁଣ ଓ ମୋର ଦୁଃଖ ଦେଖ। ମୋର ଯୁବକ, ଯୁବତୀମାନେ ନିର୍ବାସିତ ଅବସ୍ଥା ପାଇଛନ୍ତି। Gade chapit la |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”