ବିଳାପ 2:15 - ଓଡିଆ ବାଇବେଲ15 ପଥିକମାନେ ତୁମ୍ଭ ପ୍ରତି ହାତ ତାଳି ଦିଅନ୍ତି; ସେମାନେ ଶୀସ୍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି ? Gade chapit laପବିତ୍ର ବାଇବଲ (Re-edited) - (BSI)15 ପଥିକମାନେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି;ସେମାନେ ଶୀସ୍ ଶଦ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ଵରୂପ ବୋଲି କହିଲେ, ତାହା କି ଏହି? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପଥିକମାନେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; ସେମାନେ ଶୀସ୍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି? Gade chapit laପବିତ୍ର ବାଇବଲ15 ପଥିକମାନେ ତୁମ୍ଭର ଦୁରାବସ୍ଥାରେ ହାତତାଳି ଦିଅନ୍ତି। ସେମାନେ “ଶୀସ୍” ଶବ୍ଦ କରି ଯିରୁଶାଲମର କନ୍ୟା ପ୍ରତି ମସ୍ତକ ହଲାଇ କହନ୍ତି, “ଏ କ’ଣ ସେହି ନଗରୀ ଯାହାକୁ ଲୋକମାନେ ‘ସୌନ୍ଦର୍ଯ୍ୟମୟୀ ନଗରୀ’ ଓ ‘ସମଗ୍ର ପୃଥିବୀର ଆନନ୍ଦ ସ୍ୱରୂପ’ ବୋଲି କହୁଥିଲେ?” Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିର କାଳର ଉତ୍ସନ୍ନ ସ୍ଥାନ କରିବା।