Biblia Todo Logo
Bib sou entènèt

- Piblisite -




ବିଳାପ 3:12 - ଓଡିଆ ବାଇବେଲ

12 ସେ ଆପଣା ଧନୁରେ ଗୁଣ ଦେଇଅଛନ୍ତି ଓ ମୋତେ ତୀର ଲକ୍ଷ୍ୟ କରି ରଖିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ସେ ଆପଣା ଧନୁରେ ଗୁଣ ଦେଇଅଛନ୍ତି ଓ ମୋତେ ତୀର ଲକ୍ଷ୍ୟ କରି ରଖିଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ସେ ଆପଣା ଧନୁରେ ଗୁଣ ଦେଇଅଛନ୍ତି ଓ ମୋତେ ତୀର ଲକ୍ଷ୍ୟ କରି ରଖିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

12 ସେ ତାଙ୍କର ଧନୁରେ ଗୁଣ ଦେଇ ମୋ’ ପ୍ରତି ତାଙ୍କର ତୀରକୁ ଲକ୍ଷ୍ୟ କରିଅଛନ୍ତି।

Gade chapit la Kopi




ବିଳାପ 3:12
6 Referans Kwoze  

କାରଣ ତୁମ୍ଭର ତୀରସବୁ ମୋ’ଠାରେ ବିଦ୍ଧ ରହିଅଛି ଓ ତୁମ୍ଭର ହସ୍ତ ମୋତେ ଅତିଶୟ ଚାପୁଅଛି।


ହେ ମନୁଷ୍ୟ-ପ୍ରହରୀ, ମୁଁ ପାପ କଲେ ତୁମ୍ଭର କ’ଣ କରେ ? କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ରୂପେ ରଖିଅଛ ? ତେଣୁ ମୁଁ ଆପଣା ପ୍ରତି ଭାର ସ୍ୱରୂପ ହେଉଅଛି ?


ସେ ଶତ୍ରୁ ତୁଲ୍ୟ ଆପଣା ଧନୁରେ ଗୁଣ ଦେଇଅଛନ୍ତି, ସେ ବିପକ୍ଷ ପରି ଆପଣା ଦକ୍ଷିଣ ହସ୍ତ ଟେକି ଠିଆ ହୋଇଅଛନ୍ତି ଓ ଚକ୍ଷୁର ସୁଖଜନକ ସକଳକୁ ବଧ କରିଅଛନ୍ତି; ସେ ସିୟୋନ କନ୍ୟାର ତମ୍ବୁ ମଧ୍ୟରେ ଆପଣା କୋପ ଅଗ୍ନି ପରି ଢାଳି ଦେଇଅଛନ୍ତି।


କାରଣ ସର୍ବଶକ୍ତିମାନଙ୍କ ତୀରସବୁ ମୋର ଅନ୍ତରରେ ଅଛି, ମୋହର ପ୍ରାଣ ତହିଁର ବିଷ ପାନ କରୁଅଛି; ପରମେଶ୍ୱରଙ୍କ ଭୟରୂପ ସୈନ୍ୟ ମୋ’ ପ୍ରତିକୂଳରେ ଶ୍ରେଣୀବଦ୍ଧ ହୁଅନ୍ତି।


Swiv nou:

Piblisite


Piblisite