Biblia Todo Logo
Bib sou entènèt

- Piblisite -




ବିଳାପ 3:18 - ଓଡିଆ ବାଇବେଲ

18 ଏଣୁ ମୁଁ କହିଲି, ମୋହର ବଳ ଓ ସଦାପ୍ରଭୁଙ୍କଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଏଣୁ ମୁଁ କହିଲି, ମୋହର ବଳ ଓ ସଦାପ୍ରଭୁଙ୍କ-ଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଣୁ ମୁଁ କହିଲି, “ମୋହର ବଳ ଓ ସଦାପ୍ରଭୁଙ୍କଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି।”

Gade chapit la Kopi

ପବିତ୍ର ବାଇବଲ

18 ଏଣୁ ମୁଁ କହିଲି, “ସଦାପ୍ରଭୁଙ୍କର ସାହାଯ୍ୟ ମୁଁ ଆଉ ପାଇବି ଏ ଆଶା ମୋର ନାହିଁ।”

Gade chapit la Kopi




ବିଳାପ 3:18
7 Referans Kwoze  

ତେବେ ମୋହର ଭରସା କାହିଁ ? ଓ ମୋହର ଭରସା କିଏ ଦେଖିବ ?


ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।


ମୁଁ ଚଞ୍ଚଳ ଭାବରେ କହିଲି, “ମନୁଷ୍ୟ ମାତ୍ରେ ହିଁ ମିଥ୍ୟା।”


ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋ’ ନିବେଦନର ରବ ଶୁଣିଲ।


ମୋହର ବଳ କଅଣ ଯେ, ମୁଁ ଅପେକ୍ଷା କରିବି ? ମୋହର ପରିଣାମ କଅଣ ଯେ, ମୁଁ ସହିଷ୍ଣୁ ହେବି ?


ଏଥିଉତ୍ତାରେ ଦାଉଦ ମନେ ମନେ କହିଲେ, ଏବେ ମୁଁ କୌଣସି ଦିନ ଶାଉଲଙ୍କ ହସ୍ତରେ ବିନଷ୍ଟ ହେବି; ପଲେଷ୍ଟୀୟମାନଙ୍କ ଦେଶକୁ ପଳାଇ ରକ୍ଷା ପାଇବା ବିନୁ ମୋହର ଆଉ କିଛି ଭଲ ଉପାୟ ନାହିଁ; ତହିଁରେ ଶାଉଲ ଇସ୍ରାଏଲର ସମସ୍ତ ଅଞ୍ଚଳରେ ମୋତେ ଖୋଜି ଖୋଜି ନିରାଶ ହେବେ; ଏହିରୂପେ ମୁଁ ତାଙ୍କ ହସ୍ତରୁ ରକ୍ଷା ପାଇବି।


କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ମାରେ, ତାହା ନିମନ୍ତେ ଦ୍ୱାର ଫିଟାଦିଆଯିବ ।


Swiv nou:

Piblisite


Piblisite