ବିଳାପ 3:22 - ଓଡିଆ ବାଇବେଲ22 ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ। Gade chapit laପବିତ୍ର ବାଇବଲ (Re-edited) - (BSI)22 ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ। Gade chapit laପବିତ୍ର ବାଇବଲ22 ସଦାପ୍ରଭୁଙ୍କର ପ୍ରେମ ଓ ଦୟା ଶେଷ ହୁଏ ନାହିଁ। Gade chapit la |
କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା ପାଇଁ ତୁମ୍ଭ ସଙ୍ଗରେ ଅଛୁ; ହଁ, ଯେଉଁ ଗୋଷ୍ଠୀମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ଛିନ୍ନଭିନ୍ନ କରିଅଛୁ, ସେହି ସମସ୍ତଙ୍କୁ ନିଃଶେଷ ରୂପେ ସଂହାର କରିବା, ମାତ୍ର ତୁମ୍ଭକୁ ଆମ୍ଭେ ନିଃଶେଷ ରୂପେ ସଂହାର କରିବା ନାହିଁ; ତଥାପି ଆମ୍ଭେ ବିବେଚନାପୂର୍ବକ ତୁମ୍ଭକୁ ଶାସ୍ତି ଦେବା ଓ କୌଣସିମତେ ତୁମ୍ଭକୁ ଦଣ୍ଡ ନ ଦେଇ ଛାଡ଼ିବା ନାହିଁ।’