ବିଳାପ 3:39 - ଓଡିଆ ବାଇବେଲ39 ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ ? Gade chapit laପବିତ୍ର ବାଇବଲ (Re-edited) - (BSI)39 ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ତ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ? Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT39 ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ଡ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ? Gade chapit laପବିତ୍ର ବାଇବଲ39 ଯେପର୍ଯ୍ୟନ୍ତ ସେ ବଞ୍ଚିଛି ତା'ର ପାପର ଦଣ୍ଡ ବିଧାନ ପାଇଁ କାହିଁକି ଆପତ୍ତି କରିବ? Gade chapit la |
ମାତ୍ର ଇଲୀଶାୟ ଆପଣା ଗୃହରେ ବସିଥିଲେ ଓ ପ୍ରାଚୀନବର୍ଗ ତାଙ୍କ ସଙ୍ଗେ ବସିଥିଲେ; ଏପରି ସମୟରେ ରାଜା ଆପଣା ସମ୍ମୁଖରୁ ଜଣେ ଲୋକ ପଠାଇଲେ; ମାତ୍ର ସେ ଦୂତ ଇଲୀଶାୟଙ୍କ ନିକଟରେ ପହଞ୍ଚିବା ପୂର୍ବରୁ ଇଲୀଶାୟ ପ୍ରାଚୀନବର୍ଗଙ୍କୁ କହିଲେ, “ଏହି ନରହତ୍ୟାକାରୀର ପୁତ୍ର କିପରି ମୋହର ମସ୍ତକ ନେବା ପାଇଁ ଲୋକ ପଠାଇଅଛି, ଏହା କ’ଣ ତୁମ୍ଭେମାନେ ଦେଖୁଅଛ ? ଦେଖ, ସେ ଦୂତ ପହଞ୍ଚିବା ବେଳେ ଦ୍ୱାର ବନ୍ଦ କର ଓ ତାକୁ ଅଟକାଇବା ପାଇଁ ଦ୍ୱାର ଦୃଢ଼ କରି ଧର; ତାହାର ପ୍ରଭୁର ପଦଶବ୍ଦ କ’ଣ ତାହାର ପଛରେ ନାହିଁ ?”