ବିଳାପ 3:42 - ଓଡିଆ ବାଇବେଲ42 ଆମ୍ଭେମାନେ ଆଜ୍ଞା-ଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ। Gade chapit laପବିତ୍ର ବାଇବଲ (Re-edited) - (BSI)42 ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT42 “ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ। Gade chapit laପବିତ୍ର ବାଇବଲ42 ଆଉ ଆସ କହିବା, “ଆମ୍ଭେମାନେ ଆଜ୍ଞା ଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ, ତୁମ୍ଭେ କ୍ଷମା କରି ନାହଁ। Gade chapit la |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”