Biblia Todo Logo
Bib sou entènèt

- Piblisite -




ବିଳାପ 3:54 - ଓଡିଆ ବାଇବେଲ

54 ମୋ’ ମସ୍ତକର ଉପର ଦେଇ ଜଳ ବହିଗଲା ମୁଁ କହିଲି, ମୁଁ ଉଚ୍ଛିନ୍ନ ହେଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

54 ମୋʼ ମସ୍ତକର ଉପର ଦେଇ ଜଳ ବହିଗଲା; ମୁଁ କହିଲି, ମୁଁ ଉଚ୍ଛିନ୍ନ ହେଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ମୋʼ ମସ୍ତକର ଉପର ଦେଇ ଜଳ ବହିଗଲା ମୁଁ କହିଲି, ମୁଁ ଉଚ୍ଛିନ୍ନ ହେଲି।

Gade chapit la Kopi

ପବିତ୍ର ବାଇବଲ

54 ମୋ’ ମସ୍ତକ ଉପରେ ଜଳ ବହିଗଲା ଓ ମୁଁ କହିଲି, “ମୁଁ ଶେଷ ହେଲି।”

Gade chapit la Kopi




ବିଳାପ 3:54
15 Referans Kwoze  

ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଏହି ଅସ୍ଥିସକଳ ସମୁଦାୟ ଇସ୍ରାଏଲ ବଂଶ ଅଟନ୍ତି; ଦେଖ, ସେମାନେ କହନ୍ତି, ଆମ୍ଭମାନଙ୍କର ଅସ୍ଥିସବୁ ଶୁଷ୍କ ହୋଇଅଛି, ଆମ୍ଭମାନଙ୍କର ଭରସା ନଷ୍ଟ ହୋଇଅଛି; ଆମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଉଚ୍ଛିନ୍ନ ହୋଇଅଛୁ।


ଏଣୁ ମୁଁ କହିଲି, ମୋହର ବଳ ଓ ସଦାପ୍ରଭୁଙ୍କଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି।


ମୃତ୍ୟୁୁର ରଜ୍ଜୁ ମୋତେ ବେଷ୍ଟନ କଲା, ପାପାଧମତାରୂପ ପ୍ଳାବନ ମୋତେ ଭୟଗ୍ରସ୍ତ କଲା।


ଜଳପ୍ଲାବନ ମୋତେ ମଗ୍ନ ନ କରୁ, କିଅବା ଗଭୀର ଜଳ ମୋତେ ଗ୍ରାସ ନ କରୁ; ପୁଣି, ଗର୍ତ୍ତ ମୋ’ ଉପରେ ଆପଣା ମୁଖ ବନ୍ଦ ନ କରୁ।


ମାତ୍ର ମୁଁ ତୁମ୍ଭ ଦୃଷ୍ଟିରୁ ଉଚ୍ଛିନ୍ନ ବୋଲି ଆପଣା ଅଧୈର୍ଯ୍ୟରେ କହିଥିଲି; ତଥାପି ମୁଁ ତୁମ୍ଭ ନିକଟରେ ଆର୍ତ୍ତନାଦ କଲା ବେଳେ ତୁମ୍ଭେ ମୋ’ ନିବେଦନର ରବ ଶୁଣିଲ।


ଅବା ଅନ୍ଧକାର, ଯାହା ଲାଗି ତୁମ୍ଭେ ଦେଖି ନ ପାର ଓ ଜଳରାଶି ତୁମ୍ଭକୁ ଆଚ୍ଛନ୍ନ କରୁଅଛି।


ତୁମ୍ଭ ପ୍ରଚଣ୍ଡ କୋପ ମୋ’ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି।


ସେ ଉପଦ୍ରବ ଓ ବିଚାର ଦ୍ୱାରା ଦୂରୀକୃତ ହେଲେ; ଆଉ, ସେ ଯେ ଜୀବିତ ଲୋକମାନଙ୍କ ଦେଶରୁ ଉଚ୍ଛିନ୍ନ ହେଲେ, ଏହା ତାହାଙ୍କ ସମୟର ଲୋକମାନଙ୍କ ମଧ୍ୟରେ କିଏ ବିବେଚନା କଲା ? ଆମ୍ଭ ଲୋକମାନଙ୍କର ଅପରାଧ ନିମନ୍ତେ ସେ ପ୍ରହାରିତ ହେଲେ।


କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ମାରେ, ତାହା ନିମନ୍ତେ ଦ୍ୱାର ଫିଟାଦିଆଯିବ ।


Swiv nou:

Piblisite


Piblisite