ବିଳାପ 4:11 - ଓଡିଆ ବାଇବେଲ11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି। Gade chapit laପବିତ୍ର ବାଇବଲ (Re-edited) - (BSI)11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ତ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ଵଳାଇ ଅଛନ୍ତି; ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି। Gade chapit laପବିତ୍ର ବାଇବଲ11 ସଦାପ୍ରଭୁ ତାଙ୍କର ପ୍ରଚଣ୍ଡ କ୍ରୋଧ ସିୟୋନ ଉପରେ ଢାଳି ଦେଲେ। ପୁଣି ସେ ସିୟୋନରେ ଯେଉଁ ଅଗ୍ନି ଲଗାଇଲେ, ତାହା ତାହାର ଭିତ୍ତିମୂଳକୁ ଗ୍ରାସ କଲା। Gade chapit la |
ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହିସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ ? ତେବେ ସେମାନେ ଫେରି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”