Biblia Todo Logo
Bib sou entènèt

- Piblisite -




ବିଳାପ 4:15 - ଓଡିଆ ବାଇବେଲ

15 ଲୋକେ ସେମାନଙ୍କୁ ଡାକି କହିଲେ, ହେ ଅଶୁଚି ଲୋକମାନେ, ଦୂର ହୁଅ ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ ! ସେମାନେ ପଳାଇ ଭ୍ରମଣ କଲା ବେଳେ ନାନା ଗୋଷ୍ଠୀ ମଧ୍ୟରୁ ଲୋକେ କହିଲେ, ସେମାନେ ଆଉ ଏଠାରେ ପ୍ରବାସ କରିବେ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଲୋକେ ସେମାନଙ୍କୁ ଡାକି କହିଲେ, ହେ ଅଶୁଚି ଲୋକମାନେ, ଦୂର ହୁଅ ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ ! ସେମାନେ ପଳାଇ ଭ୍ରମଣ କଲା ବେଳେ ନାନା ଗୋଷ୍ଠୀ ମଧ୍ୟରୁ ଲୋକେ କହିଲେ, ସେମାନେ ଆଉ ଏଠାରେ ପ୍ରବାସ କରିବେ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଲୋକେ ସେମାନଙ୍କୁ ଡାକି କହିଲେ, “ହେ ଅଶୁଚି ଲୋକମାନେ, ଦୂର ହୁଅ! ଦୂର ହୁଅ, ଦୂର ହୁଅ, ସ୍ପର୍ଶ କର ନାହିଁ!” ସେମାନେ ପଳାଇ ଭ୍ରମଣ କଲା ବେଳେ ନାନା ଗୋଷ୍ଠୀ ମଧ୍ୟରୁ ଲୋକେ କହିଲେ, “ସେମାନେ ଆଉ ଏଠାରେ ପ୍ରବାସ କରିବେ ନାହିଁ।”

Gade chapit la Kopi

ପବିତ୍ର ବାଇବଲ

15 ଲୋକେ ସେମାନଙ୍କୁ ଡାକି କହିଲେ, “ଦୂର ହୁଅ, ଦୂର ହୁଅ। ଆମ୍ଭମାନଙ୍କୁ ସ୍ପର୍ଶ କର ନାହିଁ।” ସେମାନେ ଏଣେ ତେଣେ ବାସହୀନ ହୋଇ ବୁଲୁଥିବା ବେଳେ ଅନ୍ୟ ଗୋଷ୍ଠୀୟମାନେ କହିଲେ, “ସେମାନେ ଆମ୍ଭମାନଙ୍କ ସହିତ ଆଉ ଏଠାରେ ପ୍ରବାସ କରିବେ ନାହିଁ।”

Gade chapit la Kopi




ବିଳାପ 4:15
3 Referans Kwoze  

ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ସବୁରୁ ତୁମ୍ଭ ପ୍ରତି ଭୟ ଘଟାଇବା; ତହିଁରେ ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥରେ ତାଡ଼ିତ ହେବ, ପୁଣି ଯେଉଁ ଜନ ପଥ ହୁଡ଼େ, ତାହାକୁ ସଂଗ୍ରହ କରିବା ପାଇଁ କେହି ନ ଥିବ।”


ଦୁଃଖ ସକାଶୁ ଓ ମହାଦାସତ୍ୱ ସକାଶୁ ଯିହୁଦା ବନ୍ଦୀ ହୋଇ ଯାଇଅଛି; ସେ ନାନା ଗୋଷ୍ଠୀ ମଧ୍ୟରେ ବାସ କରେ, ମାତ୍ର ସେ କିଛି ବିଶ୍ରାମ ପାଏ ନାହିଁ; ତାହାର ତାଡ଼ନାକାରୀ ସମସ୍ତେ ସଙ୍କୀର୍ଣ୍ଣ ପଥରେ ତାହାକୁ ଧରିଅଛନ୍ତି।


Swiv nou:

Piblisite


Piblisite