Biblia Todo Logo
Bib sou entènèt

- Piblisite -




ବିଳାପ 4:18 - ଓଡିଆ ବାଇବେଲ

18 ସେମାନେ ଆମ୍ଭମାନଙ୍କର ପାଦବିକ୍ଷେପ ଛକି ରହିଅଛନ୍ତି, ଆମ୍ଭେମାନେ ଆପଣା ଦାଣ୍ଡରେ ବୁଲି ନ ପାରୁ; ଆମ୍ଭମାନଙ୍କର ଶେଷ ନିକଟ, ଆମ୍ଭମାନଙ୍କର ଆୟୁ ସମ୍ପୂର୍ଣ୍ଣ ହେଲା; କାରଣ ଆମ୍ଭମାନଙ୍କର ଶେଷ କାଳ ଉପସ୍ଥିତ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ସେମାନେ ଆମ୍ଭମାନଙ୍କର ପାଦବିକ୍ଷେପ ଛକି ରହିଅଛନ୍ତି, ଆମ୍ଭେମାନେ ଆପଣା ଦାଣ୍ତରେ ବୁଲି ନ ପାରୁ; ଆମ୍ଭମାନଙ୍କର ଶେଷ ନିକଟ, ଆମ୍ଭମାନଙ୍କର ଆୟୁ ସମ୍ପୂର୍ଣ୍ଣ ହେଲା; କାରଣ ଆମ୍ଭମାନଙ୍କର ଶେଷ କାଳ ଉପସ୍ଥିତ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ସେମାନେ ଆମ୍ଭମାନଙ୍କର ପାଦବିକ୍ଷେପ ଛକି ରହିଅଛନ୍ତି, ଆମ୍ଭେମାନେ ଆପଣା ଦାଣ୍ଡରେ ବୁଲି ନ ପାରୁ; ଆମ୍ଭମାନଙ୍କର ଶେଷ ନିକଟ, ଆମ୍ଭମାନଙ୍କର ଆୟୁ ସମ୍ପୂର୍ଣ୍ଣ ହେଲା; କାରଣ ଆମ୍ଭମାନଙ୍କର ଶେଷ କାଳ ଉପସ୍ଥିତ;

Gade chapit la Kopi

ପବିତ୍ର ବାଇବଲ

18 ଆମ୍ଭମାନଙ୍କ ଶତ୍ରୁମାନେ ଆମ୍ଭମାନଙ୍କୁ କବଳିତ କରିବା ପାଇଁ ଛକି ରହିଲେ। ତେଣୁ ଆମ୍ଭେମାନେ ରାସ୍ତାରେ ଗ୍ଭଲି ପାରିଲୁ ନାହିଁ। ଆମ୍ଭମାନଙ୍କ ଶେଷ ନିକଟ ଅଟେ। ଆମ୍ଭମାନଙ୍କର ଆୟୁ ଶେଷ ହୋଇଛି। ଆମ୍ଭମାନଙ୍କର ଶେଷକାଳ ଉପସ୍ଥିତ।

Gade chapit la Kopi




ବିଳାପ 4:18
16 Referans Kwoze  

ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମ କାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ।


ବିନା କାରଣରେ ଯେଉଁମାନେ ମୋହର ଶତ୍ରୁ, ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି।


ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଅନେକ ଧୀବର ଅଣାଇବା, ତହିଁରେ ସେମାନେ ମତ୍ସ୍ୟ ପରି ସେମାନଙ୍କୁ ଧରିବେ; ପୁଣି, ତହିଁ ଉତ୍ତାରେ ଆମ୍ଭେ ଅନେକ ବ୍ୟାଧ ଅଣାଇବା, ତହିଁରେ ସେମାନେ ପ୍ରତ୍ୟେକ ପର୍ବତରୁ ଓ ପ୍ରତ୍ୟେକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସେମାନଙ୍କୁ ଅନୁସନ୍ଧାନ କରି ଆଣିବେ।


“ହେ ମନୁଷ୍ୟ-ସନ୍ତାନ, ଦେଖ, ଇସ୍ରାଏଲ ବଂଶୀୟ ଲୋକମାନେ କହନ୍ତି, ସେ ଲୋକ ଯେଉଁ ଦର୍ଶନ ପାଏ, ତାହା ଅନେକ ବିଳମ୍ବର କଥା ଓ ସେ ଅତି ଦୂରବର୍ତ୍ତୀ କାଳର ବିଷୟରେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରୁଅଛି।


କାରଣ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ବାବିଲର କନ୍ୟା ଶସ୍ୟମର୍ଦ୍ଦନ ସମୟର ଖଳା ସ୍ୱରୂପ; ଆଉ, ଅଳ୍ପ କାଳ ମଧ୍ୟରେ ତାହା ପାଇଁ ଶସ୍ୟଚ୍ଛେଦନର ସମୟ ଉପସ୍ଥିତ ହେବ।


ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଭଲ ଦେଖିଅଛ; କାରଣ ଆମ୍ଭେ ଆପଣା ବାକ୍ୟ ସଫଳ କରିବା ପାଇଁ ଜାଗ୍ରତ ଅଛୁ।”


ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ।


ମାତ୍ର ମୋର ମସ୍ତକ ଆପେ ଟେକି ହେଲେ, ତୁମ୍ଭେ ସିଂହ ପରି ମୋତେ ମୃଗୟା କରୁଅଛ ଓ ତୁମ୍ଭେ ପୁନର୍ବାର ମୋ’ ପ୍ରତି ଆପଣାକୁ ଅଦ୍ଭୁତ ଦେଖାଉଅଛ।


ଇସ୍ରାଏଲର ରାଜା କାହା ପଛରେ ବାହାର ହୋଇ ଆସିଅଛନ୍ତି ? ଆପଣ କାହା ପଛରେ ଗୋଡ଼ାଇ ଅଛନ୍ତି ? ଗୋଟିଏ ମଲା କୁକ୍କୁର ପଛରେ, ଗୋଟିଏ ଡାଉଁଶ ପଛରେ।


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?


ପୁଣି, ସେ ବିନ୍ୟାମୀନ୍ ନାମକ ନଗର ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍‍ଦୀୟମାନଙ୍କର ପକ୍ଷକୁ ଯାଉଅଛ।”


Swiv nou:

Piblisite


Piblisite