Biblia Todo Logo
Bib sou entènèt

- Piblisite -




ବିଳାପ 4:5 - ଓଡିଆ ବାଇବେଲ

5 ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ଡରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ବନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ତରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ଵନ କରନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ଡରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ବନ କରନ୍ତି।

Gade chapit la Kopi

ପବିତ୍ର ବାଇବଲ

5 ଯେଉଁମାନେ ସୁଖାଦ୍ୟ ଭୋଜନ କରୁଥିଲେ, ସେମାନେ ବର୍ତ୍ତମାନ ରାସ୍ତାରେ ଅନାଥ ହୋଇଛନ୍ତି। ଯେଉଁମାନେ ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହୋଇଥିଲେ। ସେମାନେ ଖତରାଶି ଅବଲମ୍ବନ କରୁଛନ୍ତି।

Gade chapit la Kopi




ବିଳାପ 4:5
17 Referans Kwoze  

ଜଣେ ଧନୀ ଲୋକ ଥିଲା, ସେ ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;


ପୁଣି, ଘୁଷୁରିମାନେ ଯେଉଁ ଶିମ ଖାଉଥିଲେ, ସେଥିରେ ସେ ଆପଣା ପେଟ ପୁରାଇବାକୁ ଇଚ୍ଛା କରୁଥିଲା, କିନ୍ତୁ କେହି ତାହାକୁ ଦେଉ ନ ଥିଲେ ।


କିନ୍ତୁ ଯେ ଭୋଗଭିଳାଷରେ ଆସକ୍ତ, ସେ ଜୀବିତ ଥିଲେ ହେଁ ମୃତ ।


ତାହା ନ ହେଲେ ତୁମ୍ଭେମାନେ କ'ଣ ଦେଖିବା ପାଇଁ ବାହାରିଯାଇଥିଲ ? କ'ଣ ଦାମୀ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ ? ଦେଖ, ଯେଉଁମାନେ ସୁନ୍ଦର ପୋଷାକ ପିନ୍ଧନ୍ତି ଏବଂ ସୁଖରେ ସମୟ କଟାନ୍ତି, ସେମାନେ ରାଜପ୍ରାସାଦରେ ଥାଆନ୍ତି ।


ସେ ହିମ ଲାଗି ଆପଣା ପରିବାର ବିଷୟରେ ଭୟ କରେ ନାହିଁ; ଯେହେତୁ ତାହାର ସମସ୍ତ ପରିବାର ସିନ୍ଦୂରବର୍ଣ୍ଣ ବସ୍ତ୍ର ପିନ୍ଧନ୍ତି।


ହେ ଇସ୍ରାଏଲର କନ୍ୟାଗଣ, ଶାଉଲଙ୍କ ପାଇଁ ରୋଦନ କର, ସେ ତୁମ୍ଭମାନଙ୍କୁ ସିନ୍ଦୂରବର୍ଣ୍ଣ ବସ୍ତ୍ରରେ ସୁନ୍ଦର ରୂପେ ବସ୍ତ୍ରାନ୍ୱିତ କଲେ, ସେ ତୁମ୍ଭମାନଙ୍କ ବସ୍ତ୍ର ଉପରେ ସ୍ୱର୍ଣ୍ଣ ଅଳଙ୍କାର ମଣ୍ଡିଲେ।


ସେମାନେ ପର୍ବତରେ ବୃଷ୍ଟିରେ ତିନ୍ତନ୍ତି, ପୁଣି ଆଶ୍ରୟ ଅଭାବରୁ ଶୈଳରେ ଶରଣ ନିଅନ୍ତି।


ମାତ୍ର ରବ୍‍ଶାକି ସେମାନଙ୍କୁ କହିଲା, “ମୋ’ ପ୍ରଭୁ କି ତୁମ୍ଭ ପ୍ରଭୁଙ୍କୁ ଓ ତୁମ୍ଭକୁ ଏସବୁ କଥା କହିବା ପାଇଁ ପଠାଇଅଛନ୍ତି ? ଏହି ଯେଉଁ ଲୋକମାନେ ତୁମ୍ଭମାନଙ୍କ ସଙ୍ଗେ ଆପଣା ଆପଣା ବିଷ୍ଠା ଖାଇବାକୁ ଓ ମୂତ୍ର ପିଇବାକୁ ପ୍ରାଚୀର ଉପରେ ବସିଅଛନ୍ତି, ସେମାନଙ୍କ ନିକଟକୁ କ’ଣ ମୋତେ ପଠାଇ ନାହାନ୍ତି ?”


ତାହାର ଲୋକସକଳ ଦୀର୍ଘ ନିଶ୍ୱାସ ଛାଡ଼ନ୍ତି, ସେମାନେ ଆହାର ଖୋଜୁଅଛନ୍ତି; ସେମାନେ ପ୍ରାଣ ଶୀତଳ କରିବା ପାଇଁ ଖାଦ୍ୟ ନିମନ୍ତେ ଆପଣା ଆପଣାର ମନୋହର ସାମଗ୍ରୀସବୁ ଦେଇଅଛନ୍ତି। ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, କାରଣ ମୁଁ ତୁଚ୍ଛନୀୟ ହୋଇଅଛି।


Swiv nou:

Piblisite


Piblisite