Biblia Todo Logo
Bib sou entènèt

- Piblisite -




ବିଳାପ 5:10 - ଓଡିଆ ବାଇବେଲ

10 ଦୁର୍ଭିକ୍ଷର ଜ୍ୱଳନ୍ତ ତାପ ହେତୁରୁ, ଆମ୍ଭମାନଙ୍କ ଚର୍ମ ତୁନ୍ଦୁର ପରି କଳା ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଦୁର୍ଭିକ୍ଷର ଜ୍ଵଳ; ତାପ ହେତୁରୁ, ଆମ୍ଭମାନଙ୍କ ଚର୍ମ ତୁନ୍ଦୁର ପରି କଳା ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଦୁର୍ଭିକ୍ଷର ଜ୍ୱଳନ୍ତ ତାପ ହେତୁରୁ, ଆମ୍ଭମାନଙ୍କ ଚର୍ମ ତୁନ୍ଦୁର ପରି କଳା ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

10 କ୍ଷୁଧାର ତାଡ଼ନାରେ ଆମ୍ଭେମାନେ ଭୟଙ୍କର ଜ୍ୱରରେ ଆକ୍ରାନ୍ତ। ଆମ୍ଭମାନଙ୍କର ଚର୍ମ ତୁନ୍ଦୁର ପରି କଳା ହୋଇଅଛି।

Gade chapit la Kopi




ବିଳାପ 5:10
4 Referans Kwoze  

ସେମାନଙ୍କର ମୁଖ ଅଙ୍ଗାର ଅପେକ୍ଷା କଳା ବର୍ଣ୍ଣ; ସେମାନେ ଦାଣ୍ଡରେ ଚିହ୍ନା ଯା’ନ୍ତି ନାହିଁ; ସେମାନଙ୍କର ଚର୍ମ ଅସ୍ଥିରେ ଲାଗି ରହିଅଛି; ତାହା କାଷ୍ଠ ପରି ଶୁଷ୍କ ହୋଇଅଛି,


ମୋହର ଚର୍ମ କୃଷ୍ଣବର୍ଣ୍ଣ ହୋଇ ମୋ’ଠାରୁ ଝଡ଼ି ପଡ଼ୁଅଛି ଓ ମୋ’ ଅସ୍ଥିସବୁ ଉତ୍ତାପରେ ଦଗ୍ଧ ହେଉଅଛି।


କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି। ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ।


ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇ ଅଛନ୍ତି।


Swiv nou:

Piblisite


Piblisite