ଲେବୀୟ ପୁସ୍ତକ 1:16 - ଓଡିଆ ବାଇବେଲ16 ଏଥିଉତ୍ତାରେ ସେ ତାହାର ମଳ ସହିତ ଗଳା ଥଳୀ ଘେନି ବେଦିର ପୂର୍ବପାର୍ଶ୍ଵସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)16 ଅନନ୍ତର ସେ ତାହାର ମଳ ସହିତ ଗଳା-ଥଳୀ ଘେନି ବେଦିର ପୂର୍ବପାର୍ଶ୍ଵସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିଉତ୍ତାରେ ସେ ତାହାର ମଳ ସହିତ ଗଳା ଥଳୀ ଘେନି ବେଦିର ପୂର୍ବପାର୍ଶ୍ଵସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ। Gade chapit laପବିତ୍ର ବାଇବଲ16 ସେହି ଯାଜକ ସେ ପକ୍ଷୀର ଖାଦ୍ୟ-ନଳୀ, ମଳ ଓ ପର ନେଇ ପୂର୍ବପାର୍ଶ୍ୱସ୍ଥ ଭସ୍ମ ସ୍ଥାନରେ ନିକ୍ଷେପ କରିବ। Gade chapit la |