Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 10:16 - ଓଡିଆ ବାଇବେଲ

16 ଆଉ, ମୋଶା ପାପାର୍ଥକ ଛାଗର ବହୁତ ଅନ୍ୱେଷଣ କଲେ, ମାତ୍ର ଦେଖ, ତାହା ଦଗ୍ଧ ହୋଇଥିଲା; ଏଣୁ ସେ ହାରୋଣଙ୍କର ଅବଶିଷ୍ଟ ଦୁଇ ପୁତ୍ର ଇଲୀୟାସର ଓ ଈଥାମରଙ୍କ ପ୍ରତି କ୍ରୋଧ କରି କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆଉ, ମୋଶା ପାପାର୍ଥକ ଛାଗର ବହୁତ ଅନ୍ଵେଷଣ କଲେ, ମାତ୍ର ଦେଖ, ତାହା ଦଗ୍ଧ ହୋଇଥିଲା; ଏଣୁ ସେ ହାରୋଣଙ୍କର ଅବଶିଷ୍ଟ ଦୁଇ ପୁତ୍ର ଇଲୀୟାସର ଓ ଈଥାମରଙ୍କ ପ୍ରତି କ୍ରୋଧ କରି କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆଉ, ମୋଶା ପାପାର୍ଥକ ଛାଗର ବହୁତ ଅନ୍ୱେଷଣ କଲେ, ମାତ୍ର ଦେଖ, ତାହା ଦଗ୍ଧ ହୋଇଥିଲା; ଏଣୁ ସେ ହାରୋଣଙ୍କର ଅବଶିଷ୍ଟ ଦୁଇ ପୁତ୍ର ଇଲୀୟାସର ଓ ଈଥାମରଙ୍କ ପ୍ରତି କ୍ରୋଧ କରି କହିଲେ,

Gade chapit la Kopi

ପବିତ୍ର ବାଇବଲ

16 ମୋଶା ପାପାର୍ଥକ ଛାଗର ବହୁତ ଅନ୍ୱେଷଣ କଲେ, ମାତ୍ର ତାହା ଦ‌‌‌‌ଗ୍‌‌‌‌ଧ ହୋଇ ସାରିଥିଲା। ଏଣୁ ସେ ହାରୋଣଙ୍କ ଅବଶିଷ୍ଟ ଦୁଇ ପୁତ୍ର ଇଲିୟାସର ଓ ଈଥାମରଙ୍କ ଉପରେ ରାଗି କହିଲେ,

Gade chapit la Kopi




ଲେବୀୟ ପୁସ୍ତକ 10:16
12 Referans Kwoze  

ପୁଣି, ଇସ୍ରାଏଲ ସନ୍ତାନଗଣକୁ କହିବ, ‘ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁରେ ବଳିଦାନାର୍ଥେ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଓ ହୋମବଳି ନିମନ୍ତେ ଏକ ଗୋବତ୍ସ ଓ ଏକ ମେଷବତ୍ସ ନେବ, ଦୁହେଁ ଏକବର୍ଷୀୟ ଓ ନିଖୁନ୍ତ ଥିବେ,


ଏଥିଉତ୍ତାରେ ସେ ଲୋକମାନଙ୍କର ଉପହାର ନିକଟକୁ ଆଣିଲେ, ପୁଣି ଲୋକମାନଙ୍କ ପାପାର୍ଥକ ଛାଗ ନେଇ ପ୍ରଥମଟିର ତୁଲ୍ୟ ବଧ କରି ପାପାର୍ଥେ ତାହା ଉତ୍ସର୍ଗ କଲେ;


କ୍ରୋଧ କର କିନ୍ତୁ ପାପ କର ନାହିଁ; ସୁର୍ଯ୍ୟ ଅସ୍ତ ନ ହେଉଣୁ କ୍ରୋଧ ପରିତ୍ୟାଗ କର, ପୁଣି, ଶୟତାନକୁ ସ୍ଥାନ ଦିଅ ନାହିଁ ।


ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, ଶିଶୁମାନଙ୍କୁ ମୋ' ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର ।


ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ । ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ । ପୁଣି, ଯେ କେହି ଆପଣା ଭାଇ କି ମୂର୍ଖ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ପାଷାଣ୍ଡ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ ।


ମୋଶା ପୃଥିବୀସ୍ଥ ସମସ୍ତ ଲୋକଙ୍କଠାରୁ ଅତି ନମ୍ର ଲୋକ ଥିଲେ।


ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।”


ଯେଉଁ ଯାଜକ ପାପାର୍ଥେ ତାହା ଉତ୍ସର୍ଗ କରେ, ସେ ତାହା ଭୋଜନ କରିବ; ସମାଗମ-ତମ୍ବୁ ପ୍ରାଙ୍ଗଣର କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।


ତାଡ଼ି ସହିତ ତାହା ରନ୍ଧନ ହେବ ନାହିଁ। ଆମ୍ଭେ ଆପଣା ଅଗ୍ନିକୃତ ଉପହାରରୁ ସେମାନଙ୍କ ଅଂଶ ନିମନ୍ତେ ତାହା ଦେଲୁ; ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ତୁଲ୍ୟ ତାହା ମହାପବିତ୍ର।


ବୁକ୍‍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍‍ର ସନ୍ତାନ, ପୀନହସ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର।


Swiv nou:

Piblisite


Piblisite