Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 11:27 - ଓଡିଆ ବାଇବେଲ

27 ପୁଣି ଚାରିଗୋଡ଼ିଆ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ପୁଣି ଚାରିଗୋଡ଼ିଆ ବନଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଅଁଇ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ପୁଣି ଚାରିଗୋଡ଼ିଆ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାରେ ଚାଲନ୍ତି, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi




ଲେବୀୟ ପୁସ୍ତକ 11:27
10 Referans Kwoze  

ମାତ୍ର ଏହା ଛଡ଼ା ଚାରିଗୋଡ଼ିଆ ଉଡ଼ନ୍ତା ସମସ୍ତ ପତଙ୍ଗ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।


ପୁଣି, ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।


ଯେଉଁସବୁ ପଶୁର ଖୁରା ବିଭକ୍ତ, ମାତ୍ର ପାଦ ଚିରା ନୁହେଁ, କିଅବା ଯେଉଁମାନେ ପାକୁଳି କରନ୍ତି ନାହିଁ, ସେମାନେ ତୁମ୍ଭମାନଙ୍କ ନିକଟରେ ଅଶୁଚି; ଯେକେହି ସେମାନଙ୍କୁ ଛୁଇଁବ, ସେ ଅଶୁଚି ହେବ।


ପୁଣି, ଯେକେହି ସେମାନଙ୍କର ଶବ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।


ଆହୁରି, ସେହି ଗୃହ ବନ୍ଦ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ।


ତହିଁରେ ଯାଜକ ସେଥିରୁ ଗୋଟିଏକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମ ବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ।


ପୁଣି, ଯେଉଁ ଲୋକ ତ୍ୟାଗର ଛାଗକୁ ଛାଡ଼ିଦିଏ, ସେ ଆପଣା ବସ୍ତ୍ର ଧୋଇ ଜଳରେ ସ୍ନାନ କରିବ, ତହିଁ ଉତ୍ତାରେ ଛାଉଣିକୁ ଆସିବ।


ଆଉ, ସ୍ୱଦେଶୀ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂମୃତ କିଅବା ବିଦୀର୍ଣ୍ଣ ପଶୁ ଭୋଜନ କରେ, ସେ ଆପଣା ବସ୍ତ୍ର ଧୌତ କରି ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ଶୁଚି ହେବ।


ସେହି ସ୍ପର୍ଶକାରୀ ବ୍ୟକ୍ତି ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ଆଉ, ସେ ଜଳରେ ଆପଣା ଶରୀର ନ ଧୋଇଲେ ପବିତ୍ର ଦ୍ରବ୍ୟ ଭୋଜନ କରିବ ନାହିଁ।


ତେବେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଶରୀରକୁ ଜଳରେ ସ୍ନାନ କରାଇବ; ତହିଁ ଉତ୍ତାରେ ସେ ଛାଉଣିକୁ ଆସିବ, ପୁଣି, ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


Swiv nou:

Piblisite


Piblisite