Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 11:43 - ଓଡିଆ ବାଇବେଲ

43 ତୁମ୍ଭେମାନେ ଏହି ସବୁ ଭୂଚର ଉରୋଗାମୀ ଜନ୍ତୁ ଦ୍ୱାରା ଆପଣାମାନଙ୍କୁ ଘୃଣାଯୋଗ୍ୟ କରିବ ନାହିଁ, କିଅବା ତୁମ୍ଭେମାନେ ଅଶୁଚି ହେବା ନିମନ୍ତେ ସେମାନଙ୍କ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

43 ତୁମ୍ଭେମାନେ ଏହି ସବୁ ଭୂଚର ଉରୋଗାମୀ ଜନ୍ତୁ ଦ୍ଵାରା ଆପଣାମାନଙ୍କୁ ଘୃଣାଯୋଗ୍ୟ କରିବ ନାହିଁ, କିଅବା ତୁମ୍ଭେମାନେ ଅଶୁଚି ହେବା ନିମନ୍ତେ ସେମାନଙ୍କ ଦ୍ଵାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

43 ତୁମ୍ଭେମାନେ ଏହିସବୁ ଭୂଚର ଉରୋଗାମୀ ଜନ୍ତୁ ଦ୍ୱାରା ଆପଣାମାନଙ୍କୁ ଘୃଣାଯୋଗ୍ୟ କରିବ ନାହିଁ, କିଅବା ତୁମ୍ଭେମାନେ ଅଶୁଚି ହେବା ନିମନ୍ତେ ସେମାନଙ୍କ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

43 ତୁମ୍ଭେମାନେ ଏହିସବୁ ଭୁଚର ଉରୋଗାମୀ ପ୍ରାଣୀମାନଙ୍କ ଦ୍ୱାରା ନିଜକୁ ଘୃଣାଯୋଗ୍ୟ କରିବ ନାହିଁ କିମ୍ବା ସେମାନଙ୍କ ଦ୍ୱାରା ଅଶୁଚି ହେବା ପାଇଁ ନିଜକୁ ଅଶୁଚି କରିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 11:43
5 Referans Kwoze  

ଏହେତୁ ତୁମ୍ଭେମାନେ ଶୁଚି ଓ ଅଶୁଚି ପଶୁ ପୁଣି ଶୁଚି ଓ ଅଶୁଚି ପକ୍ଷୀ ମଧ୍ୟରେ ପୃଥକ୍ କରିବ; ଆମ୍ଭେ ଯେଉଁ ଯେଉଁ ପଶୁ, ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ୍ କରିଅଛୁ, ତଦ୍ଦ୍ୱାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ।


ଏଥିଉତ୍ତାରେ ପରମେଶ୍ୱର କହିଲେ, “ଜଳ ବହୁଳ ରୂପେ ଜଙ୍ଗମ ପ୍ରାଣୀବର୍ଗରେ ପ୍ରାଣୀମୟ ହେଉ ଓ ପୃଥିବୀର ଉପରିସ୍ଥ ଆକାଶମଣ୍ଡଳରେ ପକ୍ଷୀଗଣ ଉଡ଼ନ୍ତୁ।”


ତେଣୁ ସମଗ୍ର ଭୂଚର ପ୍ରାଣୀ ପ୍ରାଣତ୍ୟାଗ କଲେ, ଅର୍ଥାତ୍‍, ପକ୍ଷୀ, ଗ୍ରାମ୍ୟ ଓ ବନ୍ୟପଶୁ ଓ ପୃଥିବୀରେ ଗମନଶୀଳ ଉରୋଗାମୀ ଜନ୍ତୁ ଓ ପ୍ରତ୍ୟେକ ମନୁଷ୍ୟ,


ଅଥବା ଯାହା ଦ୍ୱାରା ସେ ଅଶୁଚି ହୋଇପାରେ, ଏପରି କୌଣସି ଉରୋଗାମୀ ଜନ୍ତୁକୁ, କି କୌଣସି ପ୍ରକାର ଅଶୁଚି ମନୁଷ୍ୟକୁ ଛୁଇଁବ,


Swiv nou:

Piblisite


Piblisite