ଲେବୀୟ ପୁସ୍ତକ 11:7 - ଓଡିଆ ବାଇବେଲ7 ପୁଣି, ଶୂକର, ଯେହେତୁ ସେ ବିଭକ୍ତ ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି, ଶୂକର, ଯେହେତୁ ସେ ବିଭକ୍ତ ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି, ଶୂକର, ଯେହେତୁ ସେ ବିଭକ୍ତ-ଖୁରା ଓ ଚିରାପାଦବିଶିଷ୍ଟ, ମାତ୍ର ପାକୁଳି କରେ ନାହିଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି। Gade chapit laପବିତ୍ର ବାଇବଲ7 ଆଉ କେତେକ ପ୍ରାଣୀ ଅଛନ୍ତି ଯେଉଁମାନଙ୍କର ଦୁଇଫାଳ ବିଶିଷ୍ଟ ଖୁରା ଅଛି। ମାତ୍ର ସେମାନେ ପାକୁଳି କରନ୍ତି ନାହିଁ। ସେଗୁଡ଼ିକୁ ମଧ୍ୟ ତୁମ୍ଭେମାନେ ଭୋଜନ କରିବ ନାହିଁ। ସେପ୍ରକାର ପ୍ରାଣୀ ହେଉଛି ଶୂକର, ସେ ମଧ୍ୟ ତୁମ୍ଭମାନଙ୍କ ପାଇଁ ଅଶୁଚି। Gade chapit la |
ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;