Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 11:9 - ଓଡିଆ ବାଇବେଲ

9 ଜଳଜନ୍ତୁ ମଧ୍ୟରୁ ଏହି ସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଜଳଜନ୍ତୁ ମଧ୍ୟରୁ ଏହି ସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଜଳଜନ୍ତୁ ମଧ୍ୟରୁ ଏହିସବୁ ତୁମ୍ଭେମାନେ ଭୋଜନ କରିବ; ଜଳରେ, ସମୁଦ୍ରରେ ଓ ନଦୀରେ ସ୍ଥିତ ଜନ୍ତୁ ମଧ୍ୟରେ ଯାହାର ଡେଣା ଓ କାତି ଅଛି, ତାହା ତୁମ୍ଭେମାନେ ଭୋଜନ କରିବ।

Gade chapit la Kopi

ପବିତ୍ର ବାଇବଲ

9 “ସମୁଦ୍ର ଓ ନଦୀରେ ବାସ କରୁଥିବା ଜଳଜନ୍ତୁ ମଧ୍ୟରୁ ଯାହାର ଡେଣା ବା କାତି ଅଛି, ସେଗୁଡ଼ିକ ତୁମ୍ଭେମାନେ ଭୋଜନ କରି ପାରିବ।

Gade chapit la Kopi




ଲେବୀୟ ପୁସ୍ତକ 11:9
7 Referans Kwoze  

କିନ୍ତୁ କେହି ଅବା କହିବ, ତୁମ୍ଭର ବିଶ୍ୱାସ ଅଛି, ପୁଣି, ମୋହର କର୍ମ ଅଛି; କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ, ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି ।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର ।


ଶିକ୍ଷା ଦେବାକୁ ସଙ୍କୁଚିତ ନ ହୋଇ ଈଶ୍ୱରଙ୍କ ପ୍ରତି ମନ ପରିବର୍ତ୍ତନ ପୁଣି, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରତି ବିଶ୍ୱାସ ବିଷୟରେ ଯିହୂଦୀ ଓ ଗ୍ରୀକ୍‌ମାନଙ୍କ ପାଖରେ ସାକ୍ଷ୍ୟ ଦେଉଥିଲି,ତାହା ତୁମ୍ଭେମାନେ ଜାଣ ।


ତୁମ୍ଭେମାନେ ସେମାନଙ୍କର ମାଂସ ଭୋଜନ କରିବ ନାହିଁ ଓ ସେମାନଙ୍କର ଶବ ସ୍ପର୍ଶ କରିବ ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଅଶୁଚି।


ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,


Swiv nou:

Piblisite


Piblisite