Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:17 - ଓଡିଆ ବାଇବେଲ

17 ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯଦି ସେହି ଘା’ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘା’ଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯେବେ ସେହି ଘା ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘାʼଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯଦି ସେହି ଘାʼ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘାʼଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ଅଟେ।

Gade chapit la Kopi

ପବିତ୍ର ବାଇବଲ

17 ଯାଜକ ପୁନର୍ବାର ଲୋକଟିକୁ ଦେଖିବ ଓ ଯଦି ସେହି ଘା’ ଶ୍ୱେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାକୁ ଶୁଚି ବୋଲି ପ୍ରକାଶ କରିବ, ସେ ଶୁଚି।

Gade chapit la Kopi




ଲେବୀୟ ପୁସ୍ତକ 13:17
3 Referans Kwoze  

ଅଥବା ଯଦି ସେହି କଞ୍ଚା ମାଂସ ପୁନର୍ବାର ପାଲଟି ଶ୍ଵେତବର୍ଣ୍ଣ ହୋଇଯାଏ, ତେବେ ସେ ଯାଜକ ନିକଟକୁ ଯିବ,


ଆଉ ଶରୀରର ଚର୍ମରେ ବଥ ହୋଇ ଭଲ ହେଲା ଉତ୍ତାରେ,


ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ।


Swiv nou:

Piblisite


Piblisite