Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:19 - ଓଡିଆ ବାଇବେଲ

19 ଯଦି ସେହି ବଥ ସ୍ଥାନରେ ଶ୍ଵେତବର୍ଣ୍ଣ ଫୁଲା ଅବା ରକ୍ତ ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ତାହା ଯାଜକକୁ ଦେଖାଇବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ଯେବେ ସେହି ବଥସ୍ଥାନରେ ଶ୍ଵେତବର୍ଣ୍ଣ ଫୁଲା ଅବା ରକ୍ତଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ତାହା ଯାଜକକୁ ଦେଖାଇବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ଯଦି ସେହି ବଥ ସ୍ଥାନରେ ଶ୍ଵେତବର୍ଣ୍ଣ ଫୁଲା ଅବା ରକ୍ତ ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ତାହା ଯାଜକକୁ ଦେଖାଇବ;

Gade chapit la Kopi

ପବିତ୍ର ବାଇବଲ

19 ଯଦି ସେହି ବଥ ସ୍ଥାନରେ ଶ୍ୱେତବର୍ଣ୍ଣ ଫୁଲା କିମ୍ବା ରକ୍ତ ଶ୍ୱେତବର୍ଣ୍ଣ ଚି‌‌କ୍‌‌‌କଣ ଚିହ୍ନ ହୁଏ, ତେବେ ସେ ତାହା ଯାଜକକୁ ଦେଖାଇବ।

Gade chapit la Kopi




ଲେବୀୟ ପୁସ୍ତକ 13:19
6 Referans Kwoze  

କିଅବା ଯଦି ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍ଵେତବର୍ଣ୍ଣ ଅବା ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;


ଆଉ ଶରୀରର ଚର୍ମରେ ବଥ ହୋଇ ଭଲ ହେଲା ଉତ୍ତାରେ,


ତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘା’ ଅଟେ।


ମାତ୍ର ଯଦି ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ ହୁଏ; ତେବେ ତାହା ତାହାର ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ଉତ୍ପନ୍ନ କୁଷ୍ଠରୋଗ ଅଟେ।


ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ର ଫୁଲା ଦେଖାଯାଏ;


ପୁଣି, ସେ ସେହି ଦାଗ ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହର କାନ୍ଥରେ ଟୋଲାପୋଲା ହୋଇ ବସିଯାଇ ଅଳ୍ପ ଶାଗୁଆ ବର୍ଣ୍ଣ ବା ରକ୍ତ ବର୍ଣ୍ଣ ହୋଇଥାଏ, ପୁଣି ତାହା କାନ୍ଥର ନୀଚସ୍ଥ ଦେଖାଯାଏ,


Swiv nou:

Piblisite


Piblisite