Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:22 - ଓଡିଆ ବାଇବେଲ

22 ଆଉ, ଯଦି ତାହା ଚର୍ମରେ ବ୍ୟାପେ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; କାରଣ ତାହା କୁଷ୍ଠରୋଗର ଘା’ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ, ଯେବେ ତାହା ଚର୍ମରେ ବ୍ୟାପେ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଘାଆ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ, ଯଦି ତାହା ଚର୍ମରେ ବ୍ୟାପେ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; କାରଣ ତାହା କୁଷ୍ଠରୋଗର ଘାʼ ଅଟେ।

Gade chapit la Kopi

ପବିତ୍ର ବାଇବଲ

22 ଆଉ ଯଦି ତାହା ଚର୍ମରେ ବ୍ୟାପେ, ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, ତାହା କୁଷ୍ଠରୋଗ ଘା’।

Gade chapit la Kopi




ଲେବୀୟ ପୁସ୍ତକ 13:22
4 Referans Kwoze  

“ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘା’ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।


ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ତହିଁରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।


ମାତ୍ର ଯଦି ସେହି ଚିକ୍କଣ ଚିହ୍ନ ସ୍ୱସ୍ଥାନରେ ଥାଇ ନ ବଢ଼େ, ତେବେ ତାହା ବଥର ଚିହ୍ନ ଅଟେ; ପୁଣି ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।


ପୁଣି, ଯାଜକ ସପ୍ତମ ଦିନରେ ପୁନର୍ବାର ଆସି ଦେଖିବ; ପୁଣି ପ୍ରକୃତରେ, ଯଦି ଗୃହର କାନ୍ଥରେ ସେହି ଦାଗ ବଢ଼ିଥାଏ,


Swiv nou:

Piblisite


Piblisite