Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:25 - ଓଡିଆ ବାଇବେଲ

25 ତେବେ ଯାଜକ ତାହା ଦେଖିବ; ଆଉ, ଯଦି ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍ଵେତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠ ରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘା’ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତେବେ ଯାଜକ ତାହା ଦେଖିବ; ଆଉ ଦେଖ, ଯେବେ ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍ଵେତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠ ରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠ ରୋଗର ଘାଆ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତେବେ ଯାଜକ ତାହା ଦେଖିବ; ଆଉ, ଯଦି ଚିକ୍କଣ ଚିହ୍ନରେ ଥିବା ଲୋମ ଶ୍ଵେତବର୍ଣ୍ଣ ହୁଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠରୋଗ, ତାହା ଅଗ୍ନିଦାହରୁ ଉତ୍ପନ୍ନ ହୋଇଅଛି; ପୁଣି ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା କୁଷ୍ଠରୋଗର ଘାʼ ଅଟେ।

Gade chapit la Kopi




ଲେବୀୟ ପୁସ୍ତକ 13:25
7 Referans Kwoze  

ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘା’ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।


ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ଆହୁରି କହିଲେ, “ତୁମ୍ଭେ ଆପଣା ହସ୍ତ ବକ୍ଷସ୍ଥଳରେ ଦିଅ।” ତହିଁରେ ସେ ଆପଣା ହସ୍ତ ବକ୍ଷସ୍ଥଳରେ ଦେଇ ପୁନର୍ବାର ହସ୍ତ ବାହାର କଲେ, ଦେଖ, ତାଙ୍କର ହସ୍ତ ହିମବର୍ଣ୍ଣ ତୁଲ୍ୟ କୁଷ୍ଠଯୁକ୍ତ ହେଲା।


କିଅବା ଯଦି ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍ଵେତବର୍ଣ୍ଣ ଅବା ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;


ମାତ୍ର ଯାଜକ ତାହା ଦେଖନ୍ତେ, ଯଦି ସେହି ଚିକ୍କଣ ଚିହ୍ନରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।


ପୁଣି, ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା ଆଉ ଦେଖ, ମରୀୟମ କୁଷ୍ଠଗ୍ରସ୍ତା, ହିମ ତୁଲ୍ୟ ଶ୍ୱେତ; ପୁଣି, ହାରୋଣ ମରୀୟମଙ୍କୁ ଅନାନ୍ତେ, ଦେଖ, ସେ କୁଷ୍ଠଗ୍ରସ୍ତ।


ଏହେତୁ ନାମାନ୍‍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରି ଗଲା।


Swiv nou:

Piblisite


Piblisite