ଲେବୀୟ ପୁସ୍ତକ 13:30 - ଓଡିଆ ବାଇବେଲ30 ଆଉ ଦେଖ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ ଅଟେ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ ଅଟେ। Gade chapit laପବିତ୍ର ବାଇବଲ (Re-edited) - (BSI)30 ଆଉ ଦେଖ, ଯେବେ ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଆଉ ଦେଖ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ ଅଟେ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ ଅଟେ। Gade chapit laପବିତ୍ର ବାଇବଲ30 ଯାଜକ ସେହି ଘା’ ଦେଖିବ, ଯଦି ତାହା ଚର୍ମର ନୀଚ୍ଚସ୍ଥ ଦେଖାଯାଏ, ତହିଁରେ ହଳଦିବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ଛଉ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ। Gade chapit la |