Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:32 - ଓଡିଆ ବାଇବେଲ

32 ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦି ବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ଆଉ ଦେଖ, ଯେବେ ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦିବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ତହୁଁ ସପ୍ତମ ଦିନରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦି ବର୍ଣ୍ଣ ଲୋମ ହୋଇ ନ ଥାଏ; ଆଉ, ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,

Gade chapit la Kopi

ପବିତ୍ର ବାଇବଲ

32 ସପ୍ତମ ଦିନରେ ଯାଜକ ସେହି ଲୋକର ଘା’ ଦେଖିବ। ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦିବର୍ଣ୍ଣର ଲୋମ ହୋଇ ନ ଥାଏ, ଆଉ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,

Gade chapit la Kopi




ଲେବୀୟ ପୁସ୍ତକ 13:32
6 Referans Kwoze  

ମୋଶାଙ୍କ ବ୍ୟବସ୍ଥାରେ ଗର୍ବ କରୁଅଛ ଯେ ତୁମ୍ଭେ, ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦ୍ୱାରା ତୁମ୍ଭେ କି ଈଶ୍ୱରଙ୍କୁ ଅନାଦର କରୁ ନାହଁ ?


ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି, କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି,


ଆଉ ଦେଖ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁରେ ହଳଦି ବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ଛଉ ଅଟେ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ ଅଟେ।


ଆଉ, ଯାଜକ ଛଉର ଘା’ ଦେଖନ୍ତେ, ଯଦି ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ ଘା’ଯୁକ୍ତ ଲୋକକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।


ତେବେ ସେ ଲଣ୍ଡା ହେବ, ମାତ୍ର ଛଉ ସ୍ଥାନ ଲଣ୍ଡା କରିବ ନାହିଁ; ପୁଣି ଯାଜକ ସେହି ଛଉଯୁକ୍ତ ଲୋକକୁ ଆଉ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।


Swiv nou:

Piblisite


Piblisite