Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:42 - ଓଡିଆ ବାଇବେଲ

42 ମାତ୍ର ଯଦି ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ ହୁଏ; ତେବେ ତାହା ତାହାର ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ଉତ୍ପନ୍ନ କୁଷ୍ଠରୋଗ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ମାତ୍ର ଯେବେ ଚନ୍ଦା-ମୁଣ୍ତରେ କି ଚନ୍ଦା-କପାଳରେ ରକ୍ତଶ୍ଵେତବର୍ଣ୍ଣ ଘାଆ ହୁଏ; ତେବେ ତାହା ତାହାର ଚନ୍ଦାମୁଣ୍ତରେ କି ଚନ୍ଦା-କପାଳରେ ଉତ୍ପନ୍ନ କୁଷ୍ଠ ରୋଗ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 ମାତ୍ର ଯଦି ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘାʼ ହୁଏ; ତେବେ ତାହା ତାହାର ଚନ୍ଦା ମସ୍ତକରେ କି ଚନ୍ଦା କପାଳରେ ଉତ୍ପନ୍ନ କୁଷ୍ଠରୋଗ ଅଟେ।

Gade chapit la Kopi

ପବିତ୍ର ବାଇବଲ

42 ଯଦି ଚନ୍ଦା ମୁଣ୍ଡରେ କିମ୍ବା ଚନ୍ଦା କପାଳରେ ରକ୍ତ ଶ୍ୱେତବର୍ଣ୍ଣ ଘା’ ହୁଏ, ତେବେ ତାହା ଚନ୍ଦା କପାଳରେ ବା ମୁଣ୍ଡରେ ଉତ୍ପନ୍ନ ଚର୍ମ ରୋଗ।

Gade chapit la Kopi




ଲେବୀୟ ପୁସ୍ତକ 13:42
5 Referans Kwoze  

“ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘା’ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।


ଯଦି ସେହି ବଥ ସ୍ଥାନରେ ଶ୍ଵେତବର୍ଣ୍ଣ ଫୁଲା ଅବା ରକ୍ତ ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ତାହା ଯାଜକକୁ ଦେଖାଇବ;


ଆଉ, ଯଦି ତାହାର କେଶ ମସ୍ତକର ସମ୍ମୁଖ ଭାଗରୁ ଉପୁଡ଼ିଯାଏ, ତେବେ ସେ ଚନ୍ଦା କପାଳ; ତଥାପି ସେ ଶୁଚି ଅଟେ।


ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ର ଫୁଲା ଦେଖାଯାଏ;


ପୁଣି, ସେ ସେହି ଦାଗ ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହର କାନ୍ଥରେ ଟୋଲାପୋଲା ହୋଇ ବସିଯାଇ ଅଳ୍ପ ଶାଗୁଆ ବର୍ଣ୍ଣ ବା ରକ୍ତ ବର୍ଣ୍ଣ ହୋଇଥାଏ, ପୁଣି ତାହା କାନ୍ଥର ନୀଚସ୍ଥ ଦେଖାଯାଏ,


Swiv nou:

Piblisite


Piblisite