ଲେବୀୟ ପୁସ୍ତକ 13:43 - ଓଡିଆ ବାଇବେଲ43 ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ର ଫୁଲା ଦେଖାଯାଏ; Gade chapit laପବିତ୍ର ବାଇବଲ (Re-edited) - (BSI)43 ତହୁଁ ଯାଜକ ତାହା ଦେଖିବ; ଆଉ ଦେଖ, ଯେବେ ଶରୀରର ଚର୍ମସ୍ଥିତ କୁଷ୍ଠ ପରି ଚନ୍ଦା-ମୁଣ୍ତ କି ଚନ୍ଦା-କପାଳରେ ରକ୍ତଶ୍ଵେତବର୍ଣ୍ଣ ଘାଆର ଫୁଲା ଦେଖାଯାଏ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘାʼର ଫୁଲା ଦେଖାଯାଏ; Gade chapit laପବିତ୍ର ବାଇବଲ43 ଯାଜକ ତାହା ତେଖିବ, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠପରି ତାହା ଚନ୍ଦାମୁଣ୍ଡ କି ଚନ୍ଦା କପାଳର ରକ୍ତ ଶ୍ୱେତବର୍ଣ୍ଣ ଘା’ର ଫୁଲା ଦେଖାଯାଏ, Gade chapit la |
ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।