Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:44 - ଓଡିଆ ବାଇବେଲ

44 ତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘା’ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘାଆ ହୋଇଅଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ତେବେ ସେ କୁଷ୍ଠୀ, ସେ ଅଶୁଚି ଅଟେ; ଯାଜକ ତାହାକୁ ଅବଶ୍ୟ ଅଶୁଚି ବୋଲି ପ୍ରକାଶ କରିବ; ତାହାର ମସ୍ତକରେ ଘାʼ ହୋଇଅଛି।

Gade chapit la Kopi

ପବିତ୍ର ବାଇବଲ

44 ତେବେ ସେ କୁଷ୍ଠରୋଗରେ ଆକ୍ରାନ୍ତ, ସେ ଅଶୁଚି। ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, ତାହାର ମସ୍ତକରେ ଘା’ ହୋଇଛି।

Gade chapit la Kopi




ଲେବୀୟ ପୁସ୍ତକ 13:44
7 Referans Kwoze  

କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର !


ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।


ସେମାନେ ଯୌବନକାଳରେ ମରନ୍ତି ଓ ଅଶୁଚି ଲୋକମାନଙ୍କ ମଧ୍ୟରେ ସେମାନଙ୍କ ଜୀବନ ବିନଷ୍ଟ ହୁଏ।


ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ର ଫୁଲା ଦେଖାଯାଏ;


ଆଉ, ଯେଉଁ କୁଷ୍ଠୀର ଘା’ ହୋଇଅଛି, ତାହାର ବସ୍ତ୍ର ଚିରାଯିବ ଓ ତାହାର ମସ୍ତକର କେଶ ମୁକୁଳା ରହିବ ଓ ସେ ଆପଣାର ଉପର ଓଷ୍ଠ ବସ୍ତ୍ରରେ ଢାଙ୍କିବ, ପୁଣି ‘ଅଶୁଚି ଅଶୁଚି’ ବୋଲି ଡାକ ପକାଇବ।


Swiv nou:

Piblisite


Piblisite