Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:48 - ଓଡିଆ ବାଇବେଲ

48 ଅବା ତାହା ଲୋମ କି ମସିନା(ସୂତା)ର ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ହେଉ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ତାହା ଲୋମବସ୍ତ୍ର ହେଉ କି ମସିନାବସ୍ତ୍ର ହେଉ, ଅବା ଲୋମ କି ମସିନାର ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମନିର୍ମିତ କୌଣସି ଦ୍ରବ୍ୟରେ ହେଉ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ଅବା ତାହା ଲୋମ କି ମସିନାର ଟାଣୀରେ କି ପଡୀୟାଣରେ ହେଉ; କିଅବା ଚର୍ମରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ହେଉ;

Gade chapit la Kopi




ଲେବୀୟ ପୁସ୍ତକ 13:48
8 Referans Kwoze  

ତଥାପି ଯେଉଁମାନେ ଦଳରେ କେତେକ ଲୋକମାନେ ଆପଣା ଆପଣା ବସ୍ତ୍ର ମଳିନ କରି ନାହାଁନ୍ତି, ତୁମ୍ଭମାନଙ୍କ ମଧ୍ୟରେ ସାର୍ଦ୍ଦୀରେ ଏପରି କେତେକ ଅଛନ୍ତି; ସେମାନେ ଶୁକ୍ଳ ବସ୍ତ୍ର ପରିହିତ ହୋଇ ଆମ୍ଭ ସଙ୍ଗରେ ଗମନାଗମନ କରିବେ, କାରଣ ସେମାନେ ଯୋଗ୍ୟ ।


ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର ।


ସାବଧାନ, ମୁଁ ଆଜି ତୁମ୍ଭକୁ ଯେଉଁ ଯେଉଁ ଆଜ୍ଞା, ବିଧି ଓ ଶାସନ ଆଜ୍ଞା କରୁଅଛି, ତାହା ପାଳନ ନ କରି ଯେପରି ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପାସୋରି ନ ଯାଅ।


ତହୁଁ ସେ ସପ୍ତମ ଦିନରେ ସେହି ଦାଗ ଦେଖିବ; ଯଦି ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମରେ, ଯେକୌଣସି ଚର୍ମ ନିର୍ମିତ ବସ୍ତୁରେ ଯଦି ସେହି ଦାଗ ବଢ଼ିଥାଏ, ତେବେ ତାହା କ୍ଷୟ କୁଷ୍ଠରୋଗ; ତାହା ଅଶୁଚି ଅଟେ।


ମଧ୍ୟ ଯେଉଁ ବସ୍ତ୍ରରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମ ବସ୍ତ୍ର ହେଉ କି ମସିନା(ସୂତା) ବସ୍ତ୍ର ହେଉ,


ଯଦି ସେହି ଦାଗ ବସ୍ତ୍ରରେ କି ଚର୍ମରେ, ଟାଣୀରେ କି ପଡୀୟାଣରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ଶାଗୁଆ ବର୍ଣ୍ଣ କି ରକ୍ତ ବର୍ଣ୍ଣ ହୁଏ, ତେବେ ତାହା କୁଷ୍ଠରୋଗର ଦାଗ; ପୁଣି, ତାହା ଯାଜକକୁ ଦେଖାଇ ଦିଆଯିବ।


ଏଣୁ ବସ୍ତ୍ରରେ ଅବା ଲୋମ ନିର୍ମିତ କି ମସିନା ନିର୍ମିତ ଟାଣୀରେ କି ପଡୀୟାଣରେ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ସେହି ଦାଗ ଥାଏ, ତାହା ସେ ଦଗ୍ଧ କରିବ; କାରଣ ତାହା କ୍ଷୟ କୁଷ୍ଠରୋଗ; ତାହା ଅଗ୍ନିରେ ଦଗ୍ଧ ହେବ।


ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ସେହି ଦାଗ ବସ୍ତ୍ରରେ କି ଟାଣୀରେ କି ପଡୀୟାଣରେ କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ବଢ଼ି ନ ଥାଏ;


Swiv nou:

Piblisite


Piblisite